Tag: Odisha

କୋରାପୁଟ ସରକାରୀ କଲେଜର ନାମ ବଦଳି ହେଲା ସରକାରୀ ଡିଏଭି କଲେଜ, କୋରାପୁଟ

କୋରାପୁଟ ସରକାରୀ କଲେଜର ନାମ ବଦଳି ହେଲା ସରକାରୀ ଡିଏଭି କଲେଜ, କୋରାପୁଟ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଛି । ୧୯୬୮ ମସିହାରେ ଦୟାନନ୍ଦ ଆଂଗ୍ଲୋ-ବୈଦିକ ମହାବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ କୋରାପୁଟର ଶିକ୍ଷା ବିକାଶ…

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟିଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଡବଲ ଇଞ୍ଜିନ…

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର, ଶକ୍ତିକାନ୍ତ ଦାସ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଦୁଇ ଓଡ଼ିଆ ପୁଅ ପିକେ ମିଶ୍ର ଓ ଶକ୍ତିକାନ୍ତ ଦାସ । ଆଜି ସନ୍ଧ୍ୟା ୭ଟା ୫୫ରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ଆସୁଥିବାବେଳେ ଆସନ୍ତା କାଲି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨…

ସୁଦୃଢ଼ ହେବ ରାଜ୍ୟ ଟ୍ରାଫିକ୍ ଓ ସଡ଼କ ସୁରକ୍ଷା ଶାଖା; ୨ ହଜାର ନୂତନ ପଦବୀ ସୃଷ୍ଟି

ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଆଜି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ୯ମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ ।…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଆଜି ଏକଦିନିକିଆ ଗସ୍ତରେ ଆଜି ଓଡିଶାରେ ପହଞ୍ଚିଲେ କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛନ୍ତି ନୀତିନ । ଗଡକାରୀଙ୍କୁ ବିମାନବନ୍ଦରରୁ ସ୍ବାଗତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ।…

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ…

କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

କଟକରେ ଡବଲ୍ ଏନକାଉଣ୍ଟର । ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ଚୌଦ୍ୱାର ପୋଲିସ ଓ ସ୍ପେଶାଲ୍ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ଶୁଭ୍ରାଂଶୁ ପରିଡା ଓ କଟାଶ ରାଉତ । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଇଦ୍ରାଣୀ ପାଟଣାରେ…

ରାଜ୍ୟବ୍ୟାପୀ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ଆସନ୍ତାକାଲି ରାଜ୍ୟବ୍ୟାପୀ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ ପାଳିବ ବିଜେଡି । ୧୪୭ଟି ନିର୍ବାଚନ ମଣ୍ଡଳୀ ଓ ଶଙ୍ଖ ଭବନରେ ତିରୋଧାନ ଦିବସ ପାଳନ ହେବ । ଓଡ଼ିଆ ଜାତି ପାଇଁ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣ କରାଯିବ ।…

ଅନାସ୍ଥାରେ ହାରିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀଙ୍କ ବିରୁଦ୍ଧରେ ଆଜି ଅନାସ୍ଥା ଭୋଟ୍‌ ହୋଇଛି । ମୋଟ ୨୪ ଜଣ ଭୋଟରଙ୍କ ମଧ୍ୟରୁ ୨୨ ଜଣ ମତଦାନ କରିଛନ୍ତି । ସେଥିରୁ ଅନାସ୍ଥା ସପକ୍ଷରେ ୨୧ ଭୋଟ ପଡିଥିବା ବେଳେ…