Tag: Odisha

ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ । ଏହି…

ଲୋକସଭା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ…

୬ରୁ ଛେଚିବ ବର୍ଷା

ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢ଼ିପାରେ। ହେଲେ ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ଦରଦାମ ବୃଦ୍ଧିକୁ ନେଇ ବିଜେଡିର ପ୍ରେସମିଟ୍: ଦରଦାମ ନିୟନ୍ତ୍ରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଶଙ୍ଖ ଭବନରେ ଆଜି ଦରଦାମ ବୃଦ୍ଧିକୁ ନେଇ ପ୍ରେସମିଟ କରିଛି ବିଜେଡି । ପ୍ରେସମିଟ୍ ମାଧ୍ୟମରେ ବିଜେଡି କହିଛି ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କୁ ବେଶ ବଢୁଛି ଏବଂ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…

‘ମୋ ବସ୍’ରେ ଯାତ୍ରାକରି ସମୀକ୍ଷା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ

ମୋ ବସ୍‌ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ…

ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ

ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍‌ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…

ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ନେଇ ତର୍ଜମା ହେବ: ଗଣଶିକ୍ଷା ମନ୍ତ୍ରୀ

ପୂର୍ବ ସରକାରଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା…

୩,୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ସେଥିପାଇଁ…

ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ

ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…