ରାଜ୍ୟ IAS Promotion In Odisha: ୨ ଓଡ଼ିଆ ସରକାରୀ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି November 28, 2025 Nirvay ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇଜଣ ସରକାରୀ ଅଧିକାରୀଙ୍କୁ IAS କ୍ୟାଡରକୁ ପଦୋନ୍ନତି ଦେଇଛନ୍ତି । ଶୁକ୍ରବାର ଦିନ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ଇଞ୍ଜିନିୟରିଂ…
ଦେଶ ରାଜ୍ୟ Shubhankar Mishra Controversy: ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ଚର୍ଚ୍ଚା November 28, 2025 Nirvay ଶ୍ରୀମନ୍ଦିର ପ୍ରସଙ୍ଗରେ ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଲେ ସେମାନଙ୍କ ପ୍ରେମ କେବେବି ସଫଳ…
ରାଜନୀତି ରାଜ୍ୟ Talcher Politics: ତାଳଚେରରେ ବିଜେପିର ଅପରେସନ ଲୋଟସ; ପଦ୍ମ ଧରିଲେ ପୌରାଧ୍ୟକ୍ଷ ଓ ୧୩ କାଉନସିଲର November 28, 2025 Nirvay ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ । ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା…
ତାଜା ଖବର ରାଜ୍ୟ Odisha Assembly: ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ November 28, 2025 Papirani ରାଜ୍ୟରେ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ କରିଥିଲେ ଯେ ରାଜ୍ୟରେ…
ତାଜା ଖବର ରାଜ୍ୟ Supplementary Budget: ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍ ଆଗତ November 28, 2025 Papirani ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ…
ତାଜା ଖବର ରାଜ୍ୟ Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍: ନିତ୍ୟାନନ୍ଦ ଗଣ୍ଡ November 28, 2025 Papirani ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଜେଡ଼ି ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ ଯେଉଁ ବିଦ୍ୟାଳୟରେ ୨୦ରୁ…
ରାଜନୀତି ରାଜ୍ୟ Public Grievance Redressal: ରାଜ୍ୟରେ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସ୍ଥାଣୁ ପାଲଟିଛି: ବିଜେଡି November 27, 2025 Nirvay ରାଜ୍ୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟି ଯାଇଛି ବୋଲି ନିକଟରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ଟ୍ରେଜେରି ଅଫିସରଙ୍କ ଉଦ୍ଦେଶ୍ୟରେ ଜାରି ହୋଇଥିବା ଚିଠିରୁ ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…
ରାଜ୍ୟ India International Trade Fair: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା November 27, 2025 Nirvay ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion…
ତାଜା ଖବର ରାଜ୍ୟ Odisha Assembly: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ବିଧାନସଭା ଆଗମନ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ November 27, 2025 Papirani ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ବିଧାନସଭା ଆଗମନ ଉପଲକ୍ଷେ ଅଭିଭାଷଣ ଦେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ଓଡିଶାର ଗଣତାନ୍ତ୍ରିକ ଇତିହାସରେ ଆଜିର ଦିନଟି ସ୍ଵର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ। ଦୀର୍ଘ ୭୫ ବର୍ଷର ଓଡ଼ିଶା ବିଧାନ ସଭାର…
ତାଜା ଖବର ରାଜନୀତି ରାଜ୍ୟ Congress Press Meet: ଭାଷଣରେ ମଣ୍ଡି ଖୋଲୁଛନ୍ତି ସରକାର: କଂଗ୍ରେସ November 27, 2025 Papirani ଆଜି କୃଷକମାନଙ୍କ ବିଭିନ୍ନ ସମସ୍ୟାକୁ ବିଶେଷତଃ ମଣ୍ଡି ଖୋଲିବାକୁ ନେଇ କଂଗ୍ରେସ କିଷାନସେଲ ପକ୍ଷରୁ କଂଗ୍ରେସ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀରେ ରାଜ୍ୟ କିଷାନ ସେଲ ଅଧ୍ୟକ୍ଷ ଅଭୟ ସାହୁ କହିଥିଲେ, ରାଜ୍ୟର…