ତାଜା ଖବର ରାଜ୍ୟ ଆଉ ମନ ଇଛା କାଟିପାରିବେନି ତାଳଗଛ July 1, 2024 Papirani ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ପିସିସିଏଫ୍ । ପିସିସିଏଫ ଦେବିଦତ୍ତ ବିଶ୍ୱାଳ ଗଣମାଧ୍ୟମକୁ କହିଛନ୍ତି, ଆଉ ମନଇଚ୍ଛା କାଟି ପାରିବେନି ତାଳଗଛ। ବିନା ଅନୁମତିରେ…
ତାଜା ଖବର ରାଜ୍ୟ ବିଏମ୍ସି ଓ ବିଡିଏରେ ଅଭିଯୋଗର ଶୁଣାଣି ଆରମ୍ଭ July 1, 2024 Papirani ବିଏମସି ଓ ବିଡିଏ ପକ୍ଷରୁ ଆଜିଠାରୁ ପୁଣି ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ନିର୍ବାଚନ ଆଚରଣବିଧି ହଟିବା ପରେ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି । ପ୍ରତି ସୋମବାର ଦିନ ୧୧ଟାରୁ ୧ଟା ୩୦ ମଧ୍ୟରେ ଶୁଣାଣି ହେବ ବୋଲି ନିଷ୍ପତ୍ତି…
ତାଜା ଖବର ରାଜନୀତି ରାଜ୍ୟ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ July 1, 2024 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ଅଥତ ଆଜି ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ମାତ୍ରେ ଆରମ୍ଭରୁ ପ୍ରବଳ…
ରାଜ୍ୟ ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 30, 2024 Nirvay ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…
ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା June 30, 2024 Nirvay ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍…
ରାଜ୍ୟ ୫ ବର୍ଷରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ: ରେଳ ମନ୍ତ୍ରୀ June 30, 2024 Nirvay ୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା…
ରାଜ୍ୟ ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା June 30, 2024 Nirvay ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି…
ବ୍ୟବସାୟ ଓଡ଼ିଶାରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ June 30, 2024 Nirvay ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ…
ତାଜା ଖବର ରାଜ୍ୟ ଗୋଚାଲାଣକାରୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ June 29, 2024 Papirani ରାଜ୍ୟରୁ ଗୋ ଚାଲାଣ ବର୍ଷକୁ ବର୍ଷ ବଢିବାରେ ଲାଗିଛି । ଏହାକୁ ରୋକିବା ପାଇଁ ରାଜ୍ୟରେ ଖୋଲାଯିବ ୨୦୦ ଗୋଶାଳା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ସେହିଭଳି ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା…
ତାଜା ଖବର ରାଜନୀତି ରାଜ୍ୟ ଜୁଲାଇ ୧ ରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି June 29, 2024 Papirani ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟା ସମୟରୁ ୟୁନିଟ-୫ ସ୍ଥିତ ଭୁବନେଶ୍ୱରଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ…