ରାଜ୍ୟ ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ July 23, 2025 Nirvay ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…
ତାଜା ଖବର ରାଜ୍ୟ ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ July 23, 2025 Papirani ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…
ତାଜା ଖବର ରାଜ୍ୟ କଟକରେ ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ July 23, 2025 Papirani କଟକ ଜିଲ୍ଲାର ଅଧାରୁ ଅଧିକ କଲେଜରେ କର୍ମଚାରୀଙ୍କ ଦରମା ବନ୍ଦ କରିବା ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରି ନଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହି ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଏହାସହ ଆସନ୍ତା…
ରାଜ୍ୟ ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ July 23, 2025 Nirvay ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…
ରାଜନୀତି ରାଜ୍ୟ ଜେଲରୁ ମୁକୁଳିଲେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରକୁ ଅଣ୍ଡା ଫୋପାଡି ଗିରଫ ହୋଇଥିବା ଛାତ୍ର ନେତା July 22, 2025 Nirvay ଉଚ୍ଚ ଶିକ୍ଷାମନ୍ତ୍ରୀ ଙ୍କ ବାସଭବନ କୁ ଅଣ୍ଡା ମାଡ଼ କରି ଗିରଫ ହୋଇଥିବା ପୂର୍ବତନ ଛାତ୍ର କଂଗ୍ରେସ ଉପସଭାପତି ଆଦିତ୍ୟ ପ୍ରିତମ ଦାସ, ଛାତ୍ର କଂଗ୍ରେସ ଉପସଭାପତି ସୌମ୍ୟରଞ୍ଜନ ଜେନା, ସାଧାରଣ ସମ୍ପାଦକ ସୁଭଙ୍କର ସେଠୀ ଏବଂ ଛାତ୍ର ନେତା ବଳରାମ…
ରାଜ୍ୟ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ; ମୋଟ ୪୯ ଅଧିକାରୀଙ୍କ ବଦଳି July 22, 2025 Nirvay ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଯେଉଁଥିରେ ମୋଟ ୪୯ ଜଣ ଅଧିକାରୀଙ୍କ ବଦଳି ହେବା ସହିତ କିଛି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ବଦଳିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଚଞ୍ଚଳ ରାଣା ହୋଇଛନ୍ତି ବିଏମସିର…
ରାଜନୀତି ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟାକୁ ନେଇ ହାଇକୋର୍ଟଙ୍କ ଟିପ୍ପଣୀ ପରେ ବିରୋଧୀଙ୍କୁ ବିଜେପିର ଟାର୍ଗେଟ July 22, 2025 Nirvay ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ହୋଇଥିବା ଜନସ୍ୱାର୍ଥ୍ୟ ମାମଲାରେ ମାନ୍ୟବର ହାଇକୋର୍ଟଙ୍କ ଟିପ୍ପଣୀ ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର ମୁଖା ଖୋଲିଦେଇଛି ବୋଲି କହିଛନ୍ତି ବିଜେପି ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ । ଘଟଣାରେ ଏହି ଦୁଇ ଦଳ…
ଦେଶ ରାଜ୍ୟ ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହ ବାଦ୍, ସ୍ପଷ୍ଟୀକରଣ ଦେଲା ଏନସିଇଆରଟି July 22, 2025 Nirvay ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆର୍ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍ ପଡିବା ଘଟଣାର ସ୍ପଷ୍ଟୀକରଣ ରଖିଛି ଏନ୍ସିଇଆର୍ଟି । ଆସନ୍ତା ସେପ୍ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ସାମାଜିକ…
ତାଜା ଖବର ରାଜ୍ୟ ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 22, 2025 Papirani ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ । ଭିଜିଲାନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…
ତାଜା ଖବର ରାଜ୍ୟ କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍ July 22, 2025 Papirani କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…