ତାଜା ଖବର ରାଜନୀତି ରାଜ୍ୟ ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା June 25, 2024 Papirani ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଭଦ୍ରା ଯୋଜନା ଡ୍ରାଫ୍ଟରେ ଅଛି । ତେଣୁ କେଉଁମାନଙ୍କୁ ଏହିି ଯୋଜନାର ସୁଫଳ ମିଳିବ ତାହା ଏବେ…
ରାଜ୍ୟ ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା June 24, 2024 Nirvay ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବିଭିନ୍ନ ଶିକ୍ଷାନୁଷ୍ଠାନର ଜମିଜମା ମାମଲାର ସମୀକ୍ଷା କରିଛନ୍ତି। ଡିସେମ୍ବର ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନର ଜମିଜମା ମାମଲା ସମାଧାନ ହେବ ବୋଲି କହିଛନ୍ତି। ଜମି ନଥିବା ସରକାରୀ ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ…
ଦେଶ ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ବସ୍ ସେବା ଆରମ୍ଭ ହେବ June 24, 2024 Nirvay ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେଵ। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଲୋକଙ୍କୁ ଅଧିକ ସେବା ପାଇଁ ପ୍ରାରମ୍ଭିକ…
ରାଜ୍ୟ ବଦଳିପାରେ ‘ଲକ୍ଷ୍ମୀ’ ବସ୍ର ନାଁ June 24, 2024 Nirvay ବଦଳିବ ‘ଲକ୍ଷ୍ମୀ’ ବସ୍ର ନାଁ। ଲକ୍ଷ୍ମୀ ବସ୍କୁ ନେଇ ଚାଲିଛି ତର୍ଜମା। ନାଁରେ କିଛି ନାହିଁ, ସେବା ମିଳିବା ଦରକାର । ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ସ୍ୱାର୍ଥ ଅଣଦେଖା କଲେ ସ୍ୱର ଉତ୍ତୋଳନ କରିବୁ: ବିଜେଡି June 24, 2024 Papirani ସୋମବାର ବିଜେଡିର ରାଜ୍ୟ ସଭା ସଦସ୍ୟମାନଙ୍କୁ ନେଇ ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ଭୂମିକାରେ ବସିବ…
ତାଜା ଖବର ରାଜ୍ୟ ଆଳୁ ପିଆଜ ଯୋଗାଇବ ନାଫେଡ୍: ଖାଦ୍ୟ ଯୋଗାଣ ମନ୍ତ୍ରୀ June 24, 2024 Papirani ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି ପରିବା ଦର । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ରାଜ୍ୟରେ ପରିବା ଦର ବୃଦ୍ଧିକୁ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୃଷ୍ଣଚନ୍ଦ୍ର ପାତ୍ର ।…
ତାଜା ଖବର ରାଜ୍ୟ ଆଜିଠୁ ସ୍ଵାଭାବିକ ହେଲା ସ୍କୁଲ ସମୟ June 24, 2024 Papirani ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ସେଥିପାଇଁ ଆଜିଠୁ ରାଜ୍ୟରେ ସ୍ୱାଭାବିକ ହୋଇଛି ସ୍କୁଲ ସମୟ । ସ୍କୁଲ ଖୋଲାଯାଇ ସକାଳ ୧୦ଟାରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟା ଯାଏଁ କ୍ଲାସ୍ ହେବ। ସୂଚନା ଯୋଗ୍ୟ ପୂର୍ବରୁ ଗ୍ରୀଷ୍ମ…
ରାଜ୍ୟ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା June 23, 2024 Nirvay ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ June 22, 2024 Papirani ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…
ତାଜା ଖବର ରାଜ୍ୟ ବାଲେଶ୍ବରରେ ପୁଣି କର୍ଫ୍ୟୁ କୋହଳ June 22, 2024 Papirani ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଛି। ଶନିବାର ସନ୍ଧ୍ୟାରେ ସାମ୍ୱାଦିକ ସମ୍ମିଳନୀ କରି ଜିଲ୍ଲାପାଳ ଠାକରେ କହିଛନ୍ତି ସହରରେ…