ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ June 22, 2024 Papirani ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…
ରାଜ୍ୟ ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ June 21, 2024 Nirvay ପ୍ରକାଶ ପାଇଲା ବିଜ୍ଞପ୍ତି। ଓଟିଇଟି ପାଇଁ ଆସନ୍ତା ୨୪ରୁ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଜୁଲାଇ ୫ ଯାଏଁ ଆବେଦନ ପ୍ରକ୍ରିୟା ଚାଲିବ। ତେବେ www.bseodisha.ac.inରେ କେବଳ ଅନଲାଇନ୍ ମାଧ୍ୟମରେ ଆବେଦନ କରିହେବ। ଏହାପରେ ଅଗଷ୍ଟ ୨ରେ ଆଡମିଟ୍ କାର୍ଡ ମିଳିବ। ଅଗଷ୍ଟ…
ତାଜା ଖବର ରାଜ୍ୟ ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ June 21, 2024 Papirani ବାଲେଶ୍ବରରେ ପରିସ୍ଥିତିରେ ଆସୁଥିବା ସୁଧାରକୁ ଦୃଷ୍ଟିରେ ରଖି ଆହୁରି କୋହଳ ହେଲା କର୍ଫ୍ୟୁ । ସକାଳ ୫ରୁ ଦିନ ୨ଟା ଯାଏଁ ହେବା କର୍ଫ୍ୟୁ କୋହଳ । ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ…
ତାଜା ଖବର ରାଜ୍ୟ ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ June 21, 2024 Papirani ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ…
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ June 21, 2024 Papirani ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…
ରାଜ୍ୟ ନୂଆ ସରକାର ପ୍ରଭାବ: ଓଡ଼ିଶାରେ ଯୋଗ ଉତ୍ସବ June 21, 2024 Nirvay ସୁସ୍ଥ ଓ ନିରାମୟ ଜୀବନଯାପନ ପାଇଁ ଯୋଗ ନିତାନ୍ତ ଆବଶ୍ୟକ। ସୁଖୀ ଓ ଶାନ୍ତ ରହିବା ପାଇଁ ଯୋଗାଭ୍ୟାସ ଆପଣାନ୍ତୁ। ଏହା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଚିନ୍ତାଧାରା। ଆଜି ପୁରା ଦେଶ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳୁଛି। ଓଡ଼ିଶାର…
ଖେଳ ତାଜା ଖବର ରାଜ୍ୟ ୨୦୩୬ ଯାଏ ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ ଓଡ଼ିଶା June 21, 2024 Papirani କ୍ରୀଡାର ପ୍ରୋତ୍ସାହନ ପାଇଁ ଓଡ଼ିଶାର ନୂଆ ସରକାର ବଡ଼ ଘୋଷଣା କରିଛନ୍ତି। ୨୦୩୬ ଯାଏ ଓଡ଼ିଶା ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ । ପୂର୍ବରୁ ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ଥିଲା । ଓଡ଼ିଶାକୁ ୧୦୦ବର୍ଷ ପୁରୁଥିବାରୁ ଚୁକ୍ତି…
ରାଜ୍ୟ ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ June 21, 2024 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସ ଭବନରେ ପଶି ପିସିସି ସଭାପତିଙ୍କୁ କାଳିମାଡ଼ June 21, 2024 Papirani ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଆଜି କାଳିମାଡ଼ ହୋଇଛି । କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳି ମାଡ଼ ପରେ ପ୍ରତିକ୍ରିୟା ରଖିଲେ ପିସିସି…
ରାଜ୍ୟ ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି June 20, 2024 Nirvay ବିଜେପି ସାଂସଦ ଭର୍ତ୍ତୃହରି ମହତାବ ୧୮ତମ ଲୋକସଭାର କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବେ। ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି। ସେ ସଂସଦରେ ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ। ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ…