ତାଜା ଖବର ରାଜ୍ୟ କାଲି ସାରା ରାଜ୍ୟରେ ସକାଳୁଆ ସ୍କୁଲ June 20, 2024 Papirani ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆଉ ଗୋଟିଏ ଦିନ ପାଇଁ ସକାଳୁଆ ସ୍କୁଲ କରିବା ନେଇ…
ରାଜ୍ୟ ହୁ ହୁ ହୋଇ ବଢ଼ିଚାଲିଛି ପରିବା ଦର; ଚିନ୍ତାରେ ସାଧାରଣ ଜନତା June 20, 2024 Nirvay ଦିନକୁ ଦିନ ବଢ଼ୁଛି ପରିବା ଦର। ଗ୍ରାହକଙ୍କ ପକେଟକୁ ବାଧୁଛି ଦର। ସ୍ୱାଭାବିକ ଥିବା ଦର ଏବେ ବହୁମାତ୍ରାରେ ବୃଦ୍ଧିପାଇଛି ଯାହାକୁ ନେଇ ଚିନ୍ତାରେ ଖାଉଟି। ଅମଳ ସମୟରେ ଆକାଶଛୁଆଁ ପରିବା ଦର। ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ…
ରାଜନୀତି ସମ୍ପାଦକୀୟ ବିଜେଡିର ନ୍ୟାରେଟିଭ ସୃଷ୍ଟି ଆରମ୍ଭ, ବିଜେପି ଚୁପ୍ June 20, 2024 Nirvay ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଛି। ବିଜେଡି ୨୪ ବର୍ଷ ଧରି ଶାସକ ଦଳରେ ରହିବା ପରେ ଏବେ ବିରୋଧୀ ଦଳ ଭାବେ କାମ କରିବ। ବିଜେପି ସବୁବେଳେ ବିରୋଧୀ ଦଳରେ ରହିଆସିଛି। ବିରୋଧୀ ଦଳରେ ରହି ସ୍ୱର…
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍ June 20, 2024 Nirvay ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…
ତାଜା ଖବର ରାଜ୍ୟ ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ June 19, 2024 Papirani ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ…
ତାଜା ଖବର ରାଜନୀତି ରାଜ୍ୟ ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ June 19, 2024 Papirani ଭୁବନେଶ୍ୱର, ତା.୧୯/୦୬: ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର…
ତାଜା ଖବର ରାଜନୀତି ରାଜ୍ୟ ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ June 19, 2024 Papirani ୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍ ପୋର୍ଟାଲ ଜରିଆରେ, ଇ-ମେଲ୍, ହ୍ବାଟ୍ସଆପ୍, ଏବଂ ଏସ୍ଏମ୍ଏସ୍ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା June 19, 2024 Papirani ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।…
ତାଜା ଖବର ରାଜନୀତି ରାଜ୍ୟ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ June 19, 2024 Papirani ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ June 19, 2024 Papirani ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…