ତାଜା ଖବର ରାଜ୍ୟ ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକଙ୍କ ମୃତ୍ୟୁ June 18, 2024 Papirani ବର୍ଷା ଯୋଗୁଁ ଆଜି ଭୁବନେଶ୍ବରରେ ଘଟିଛି ଅଘଟଣ। ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍ରେ ଭାସିଯାଇଥିବା ୮ ବର୍ଷର ନାବାଳକର ମୃତ୍ୟୁ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର…
ରାଜ୍ୟ ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ June 18, 2024 Nirvay ବରଗଡ଼ ଜିଲ୍ଲାରେ ହାତୀ ଆକ୍ରମଣରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନୀ ଘଟିଥିବା ସୂଚନା ରହିଛି। ଝାରବନ୍ଧ ବ୍ଲକ୍ ଅନ୍ତର୍ଗତ ଗୋଠୁଗୁଡ଼ା ଗ୍ରାମ ପଞ୍ଚାୟତର ସଲଡିହି ଗ୍ରାମରେ ଏକ ପରିବାରର ତିନି ଜଣକର ମୃତ୍ୟୁ ଘଟିଥିବା ବେଲେ ଜଣେ ଗୁରୁତର ଥିବା…
ରାଜ୍ୟ କନିଷ୍ଠ ଶିକ୍ଷକ ଚୟନ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି June 18, 2024 Nirvay ରାଜ୍ୟରେ କନିଷ୍ଠ ଶିକ୍ଷକ ଚୟନ ମାମଲାକୁ ନେଇ ହାଇକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଓସେପା ପ୍ରକାଶ କରିଥିବା ମେରିଟ୍ ଲିଷ୍ଟ୍କୁ କାଏମ ରଖିଛନ୍ତି ମାନ୍ୟବର କୋର୍ଟ। ଏ ନେଇ ପୂର୍ବରୁ ପ୍ରକାଶ ପାଇଥିବା ଜଣିକିଆ ଖଣ୍ଡପୀଠଙ୍କ ରାୟରେ ସଂଶୋଧନ କରିଛନ୍ତି ଡିଭିଜନ…
ତାଜା ଖବର ରାଜ୍ୟ ସଂକ୍ରମଣର ରୂପ ନେଲାଣି ଡିପଥେରିଆ June 18, 2024 Nirvay ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଏ ନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡିକୁ ମାଡ଼ିଲାଣି। ଏବେ ସୁଦ୍ଧା ଡିପଥେରିଆରେ ୩ ଜିଲ୍ଲାରେ ୨୧ ଚିହ୍ନଟ ହୋଇଛନ୍ତି। ଡିପଥେରିଆରେ ୫ ଜଣଙ୍କ…
ରାଜ୍ୟ ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ June 18, 2024 Nirvay ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ…
ତାଜା ଖବର ରାଜନୀତି ରାଜ୍ୟ ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ June 18, 2024 Papirani ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…
ତାଜା ଖବର ରାଜନୀତି ରାଜ୍ୟ ସାଇକେଲ୍ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ ମହାପାତ୍ର June 18, 2024 Papirani ବିଧାନସଭାରେ ସାଇକେଲରେ ପହଞ୍ଚିଲେ ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର । ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏହି ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ନେଲେ ନବନିର୍ବାଚିତ ବିଧାୟକ June 18, 2024 Papirani ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି…
ତାଜା ଖବର ରାଜନୀତି ରାଜ୍ୟ ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ June 18, 2024 Papirani ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍ ସ୍ପିକର୍) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ…
ବ୍ୟବସାୟ ଆସିଲା ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ସମସ୍ତ ଜିଲ୍ଲାପାଳଙ୍କ ନିଷ୍ପତ୍ତି June 17, 2024 Papirani ରାଜ୍ୟରେ ଗ୍ରୀଷ୍ମପ୍ରଭାବ ପାଇଁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ଖୋଲିପାରିବେ। ଏକାଧିକ ଜିଲ୍ଲାରେ ସକାଳୁଆ ସ୍କୁଲ ନେଇ ଜିଲ୍ଲା ପ୍ରଶାସନର ସୂଚନା। ଆସନ୍ତା ୨୦ ତାରିଖ…