ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡାବାସୀ ଚାହୁଁଥିଲେ ପରିବର୍ତ୍ତନ; ଅନ୍ୟକୁ ଦୋଷ ନଦେଇ ଆତ୍ମସମୀକ୍ଷା କରନ୍ତୁ ବିରୋଧୀ: ମନମୋହନ ସାମଲ November 14, 2025 Papirani ନୂଆପଡା ଉପନିର୍ବାଚନରେ ବିଜୟ ଆଡକୁ ଅଗ୍ରସର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଭୋଟ୍ ଗଣତି ଚାଲିଥିବା ବେଳେ ଏ ନେଇ ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି ନୂଆପଡାରେ ଲୋକେ ପରିବର୍ତ୍ତନ ଚାହୁଁଥିବା କହିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Result: ନୂଆପଡ଼ା ଉପନିର୍ବାଚନରେ; ଦଶମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ମିଳିଛି ୬୩,୫୨୨ ଭୋଟ୍ November 14, 2025 Papirani ଖୁବ୍ ଶୀଘ୍ର ପ୍ରକାଶ ପାଇବା ନୂଆପଡା ଉପନିର୍ବାଚନ ଫଳ । ନୂଆପଡା ପାଇଁ ଗଣତି ଚାଲିଥିବା ବେଳେ ଏପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ ରହିଛନ୍ତି । ତ୍ରୟୋଦଶ ରାଉଣ୍ଡ ସୁଦ୍ଧା ବିଜେପି ୪୩ ହଜାର ୨୩୪ ଭୋଟ୍ରେ ଆଗୁଆ…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Day: ନୂଆପଡ଼ା ଉପନିର୍ବାଚନ; ପଞ୍ଚମ ରାଉଣ୍ଡ ସୁଦ୍ଧା ୧୮୩୯୮ ଭୋଟ୍ରେ ଆଗୁଆ ବିଜେପି ପ୍ରାର୍ଥୀ November 14, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନର ଗଣତି ଜାରି ରହିଛି। ଏପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ପଞ୍ଚମ ରାଉଣ୍ଡ ସୁଦ୍ଧା ୧୮ ହଜାର ୩୯୮ ଭୋଟ୍ରେ ଆଗୁଆ। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍ ପାଇଥିବା ବେଳେ…
ରାଜନୀତି ରାଜ୍ୟ Nuapada Bypoll Results: ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି November 14, 2025 Nirvay ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି । କଡ଼ା ସୁରକ୍ଷା ଭିତରେ ଖୋଲିଲା ଷ୍ଟ୍ରଙ୍ଗରୁମ୍ । ନୂଆପଡ଼ା ନ୍ୟାସନାଲ୍ କଲେଜରେ ସୁରକ୍ଷା କଡ଼ାକଡ଼ି କରାଯାଇଛି ।ପ୍ରାରମ୍ଭିକ ଗଣତି ଅନୁଯାୟୀ, ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆ ୩୫୪୭ ଭୋଟରେ…
ରାଜନୀତି ରାଜ୍ୟ Nuapada Bypoll: ଆସନ୍ନ ପରାଜୟର ହତାଶ ହୋଇ ବିଜେଡି ପ୍ରଳାପ ଆରମ୍ଭ କରିଛି: ବିରଂଚି ନାରାୟଣ ତ୍ରିପାଠୀ November 13, 2025 Nirvay ନୂଆପଡ଼ା ଉପନିର୍ବାଚନରେ ବିଜେପି ଇତିହାସ ରଚିବାକୁ ଯାଉଛି । ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ଯେତେ ଉପନିର୍ବାଚନ ହୋଇଛି ତା’ଠାରୁ ଅଧିକ ଭୋଟ ବ୍ୟବଧାନରେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜେପି ବିଜୟୀ ହେବାକୁ ଯାଉଛି । ବିଜେଡି ବୋଧହୁଏ ଏକଥା ଅନୁଭବ କରିସାରିଲାଣି ।…
ରାଜ୍ୟ Sardar Vallabhbhai Patel: ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ‘ଏକତା ପଦଯାତ୍ରା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ November 13, 2025 Nirvay ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି ।…
ତାଜା ଖବର ରାଜ୍ୟ kharif Paddy: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା November 13, 2025 Papirani ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା । ବରଗଡ଼ ଜିଲ୍ଲା ପ୍ରଥମ କରି ଏହି ପ୍ରକ୍ରିୟା ଆରମ୍ଭ କରାଯିବ। ରାଜ୍ୟ ସରକାର ଚଳିତ ଋତୁ ପାଇଁ ମଣ୍ଡିଗୁଡ଼ିକରେ ସୁଗମ ଧାନ ସଂଗ୍ରହ ଏବଂ ଉପଯୁକ୍ତ ସଂରକ୍ଷଣ ସୁନିଶ୍ଚିତ…
ତାଜା ଖବର ରାଜ୍ୟ Disability Children Survey: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ November 13, 2025 Papirani ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ । ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ । ଏଥିପାଇଁ ଅଙ୍ଗନବାଡ଼ି କର୍ମୀଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପ ନିର୍ବାଚନ: ବୁଥ ରିଗିଙ୍ଗର ଅଭିଯୋଗ ଆଣିଲା ବିଜେଡ଼ି November 13, 2025 Papirani ଆସନ୍ତାକାଲି ଆସିବ ନୂଆପଡ଼ା ଉପନିର୍ବାଚନର ରେଜଲ୍ଟ । ତାପୂର୍ବରୁ ବଡ଼ ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ନୂଆପଡା ଉପ ନିର୍ବାଚନରେ ୪୧ ଟି ବୁଥରେ ଭୋଟ ହାର ୯୧ ପ୍ରତିଶତରୁ ଅଧିକ ହେବା ପରେ ବୁଥ ରିଗିଙ୍ଗର ଅଭିଯୋଗ…
ତାଜା ଖବର ରାଜ୍ୟ Cold Wave: ରାଜ୍ୟରେ ବଢୁଛି ଶୀତ; ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ November 13, 2025 Papirani ପୁଣି ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ । ଦିନକୁ ଦିନ ରାଜ୍ୟରେ ଖସୁଛି ପାରଦ । ସାରା ରାଜ୍ୟରେ ତାପମାତ୍ରା ବହୁତ ହ୍ରାସ ପାଇଛି। ଏହାରି ମଧ୍ୟରେ ୨୧ ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ…