Tag: Odisha

Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି

ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…

Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ

ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…

Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…

Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ

ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…

Nuapada Bye Election: ଏକପାଖିଆ ଦମନଲୀଳା ଚଳାଇଛି ନୂଆପଡ଼ା ପୁଲିିସ: ବିଜେଡି

ନିର୍ବାଚନ ହାରିବା ଭୟରେ ବିଜେପି ଏବେ ପୁଲିସକୁ ବିଜେଡି ନେତାଙ୍କ ପଛରେ ଲଗାଇ ଦେଇଛି । ଯାହାକୁ ପାରିଲେ ଗିରଫ କରିନେଉଛନ୍ତି । ଆଜି ବିଜେଡି ନେତୃବୃନ୍ଦ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହାର ତୀବ୍ର ପ୍ରତିବାଦ କରିଛନ୍ତି । ବିଜେଡି…

AIIMS Employee Murder Case: ଏମ୍ସ କର୍ମଚାରୀ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ

ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶିବା ପ୍ରଧାନ ଗିରଫ। ମାରଣାସ୍ତ୍ର ସହ ଉଠାଇନେଲା ଖଣ୍ଡଗିରି ଥାନା ପୋଲିସ । ପୂର୍ବରୁ ୪ ଅଭିଯୁକ୍ତ ମାମଲାରେ ଗିରଫ ହୋଇଥିଲେ। ଅକ୍ଟୋବର ୧୩ରେ ଜମିବାଡ଼ି ବିବାଦରୁ ହତ୍ୟା କରାଯାଇଥିଲା।…

Nuapada ByeElection: କୌଣସି ଜିଲ୍ଲାରୁ ଆସିନାହିଁ ଇଭିଏମ ଚୋରି ଅଭିଯୋଗ: ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଚୋରି ଅଭିଯୋଗକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମ ଜିଲ୍ଲାରୁ ଇଭିଏମ୍ ମେସିନ୍ ଏକ ଟ୍ରକରେ ଆସିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣଭାବେ ଖଣ୍ଡନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି…

SI Exam Scam: ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା: ଆଜି ଶଙ୍କର, ସୁରେଶଙ୍କ ହେବ ପଲିଗ୍ରାଫ୍‌ ଶୁଣାଣି

ପୋଲିସ୍ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆଜି ହେବ ଶଙ୍କର, ସୁରେଶଙ୍କ ପଲିଗ୍ରାଫ୍‌ ଶୁଣାଣି । ଜେଏମଏଫସି ରୁରାଲ୍‌ କୋର୍ଟରେ ଆବେଦନ କରିଥିଲା କ୍ରାଇମ୍‌ବ୍ରାଞ୍ଚ । ଜେରା ସମୟରେ ଉଭୟ ବୟାନ ବଦଳାଉଥିବା କହିଛି କ୍ରାଇମବ୍ରାଞ୍ଚ । ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ…

Nuapada Bypoll: ଅପଶବ୍ଦ ବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଲ ମାଗନ୍ତୁ: ଭକ୍ତ ଦାସ

ନିର୍ବାଚନ ପ୍ରଚାରର ଶେଷ ଦିନରେ ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କଂଗ୍ରେସର ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମକୁ ଉପଯୁକ୍ତ ସମୟ ଦେଇଥିବାରୁ ସମସ୍ତ ଗଣମାଧ୍ୟମର ବନ୍ଧୁମାନଙ୍କୁ…

Nuapada Bypoll: ଉପନିର୍ବାଚନ ପାଇଁ ନୂଆପଡାରେ ଡେରା ପକାଇଛନ୍ତି ଛତିଶଗଡ ଗୁଣ୍ଡା: ବିଜେଡି

ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି ନା କେବଳ ସରକାରୀ କଳର ଦୁରୁପଯୋଗ କରି ନାହିଁ ବରଂ ଅପରାଧୀଙ୍କୁ ଆଣି ନିର୍ବାଚନ କାମରେ ଲଗାଇଛି । ନୂଆପଡ଼ାର ପ୍ରତ୍ୟେକ ପଞ୍ଚାୟତରେ ଛତିଶଗଡ ଗୁଣ୍ଡା, ଅପରାଧୀ ଭରିଗଲେଣି । ଏପରି ଅଭିଯୋଗ ଆଣି…