Tag: Odisha

National Sports Day 2026: ‘୨୦୨୫ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟ ସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ମର୍ଯ୍ୟାଦାଜନକ…

Monthly Incentive for PG Dentists: ଦନ୍ତ ଚିକିତ୍ସକଙ୍କ ପାଇଁ ୨୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଘୋଷଣା

ରାଜ୍ୟରେ ଦନ୍ତ ଚିକିତ୍ସା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ଲକ୍ଷ୍ୟରେ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଣିକି ଯୋଗ୍ୟ ଦନ୍ତ ଚିକିତ୍ସକମାନଙ୍କୁ ମାସିକ ୨୦ ହଜାର ଟଙ୍କାର ପ୍ରୋତ୍ସାହନ…

Man Shot Dead in Sambalpur: ବୁର୍ଲାରେ ମାଂସ ଦୋକାନୀକୁ ଗୁଳି କରି ହତ୍ୟା

ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ କିର୍ବା ଛକରେ ଗୁଳିକାଣ୍ଡ ଘଟି ଜଣେ ମାଂସ ଦୋକାନୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଏମ୍‌ଡି ଅନିଶ । ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ପ୍ରାରମ୍ଭିକ ତଦନ୍ତ…

New Rules for Plus II Exams: ଯୁକ୍ତ ୨ ପରୀକ୍ଷାକୁ ନେଇ ନୂଆ ନିଷ୍ପତ୍ତି, ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ନୂଆ ନିୟମ ଜାରି କରାଯାଇଛି । ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀମାନେ ମଧ୍ୟ ଇଣ୍ଟରନାଲ ପରୀକ୍ଷା ଦେବେ । ଏନେଇ CHSE ସିଲାବସ୍‌ କମିଟି ବୈଠକରେ ନୂଆ…

Commissionerate Police Issues Traffic Advisory: ସ୍ୱେରେଜ୍ ପାଇପ୍‌ଲାଇନ୍‌ କାମ ପାଇଁ ପ୍ରଭାବିତ ହେବ ଯାତାୟାତ, ଜାରି ହେଲା ଟ୍ରାଫିକ୍ ମାର୍ଗଦର୍ଶିକା

ଭୁବନେଶ୍ୱରରେ ସ୍ୱେରେଜ୍ ପାଇପ୍‌ଲାଇନ୍‌ ବିଛାଇବା କାମ ଯୋଗୁଁ ଆସନ୍ତା ସେପ୍ଟେମ୍ବର ୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଯାତାୟାତ ପ୍ରଭାବିତ ହେବ । ଜାଗମରା ଛକରୁ ବରବାରୀ ପର୍ଯ୍ୟନ୍ତ ସ୍ୱେରେଜ୍ ପାଇପ୍‌ଲାଇନ୍‌ ବିଛାଇବା କାମ କରାଯିବ । ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ…

Odisha CM to Visit Dubai: ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଇନଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ

ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇ ଗସ୍ତରେ ଯିବେ । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇରେ ଆୟୋଜିତ ଇନଭେଷ୍ଟର୍ସ ମିଟ୍‌ରେ…

Fire Breaks Out at Car Showroom in Brahmapur: ବ୍ରହ୍ମପୁର ହଳଦିଆପଦର କାର୍‌ ସୋ’ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ

ଗଞ୍ଜାମ ଜିଲ୍ଲା, ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଅଞ୍ଚଳରେ ଥିବା ଏକ କାର୍‌ ସୋ’ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ବସ୍‌ ଟର୍ମିନାଲ୍‌ ନିକଟସ୍ଥ ଟୟୋଟା ସୋ’ରୁମ୍‌ରେ ହଠାତ୍‌ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡର ଖବର ପାଇ ଦମକଳ…

5th Installment: ନୟାଗଡ଼ରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି…