Tag: Odisha

ନନ୍ଦିଘୋଷ ଟିଭି ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ନନ୍ଦିଘୋଷ ବିରୋଧରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଭାରତର ନିର୍ବାଚନ ଆୟୋଗ ‘ନନ୍ଦିଘୋଷ ଟିଭି’ ବିରୋଧରେ ତଦନ୍ତ ପାଇଁ ଭାରତର ନିର୍ବାଚନ ଆୟୋଗ ସିଇଓ ଓଡ଼ିଶାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି କୁହାଯାଇଛି । ନିର୍ବାଚନ ସମ୍ପୂର୍ଣ୍ଣ…

ନନ୍ଦିଘୋଷ ଟିଭି ବିରୁଦ୍ଧରେ ନିର୍ବାଚନ କମିଶନ ଗଲା କେନ୍ଦ୍ରୀୟ ବିଜେପି

‘ନନ୍ଦିଘୋଷ ଟିଭି’ ବିରୋଧରେ ଭାରତୀୟ ନିର୍ବାଚନ କମିସନଙ୍କ ଦ୍ବାରସ୍ଥ ହେଲା ବିଜେପି। ରାଜ୍ୟରେ ଆହୁରି ଗୋଟିଏ ପର୍ଯ୍ୟାୟ ନିର୍ବାଚନ ବାକି ରହୁଥିବା ବେଳେ ଏକଜିଟ୍ ପୋଲ୍ କରି ‘ନନ୍ଦିଘୋଷ ଟିଭି’ ନିର୍ବାଚନ ନିୟମର ଖୋଲା ଉଲ୍ଲଂଘନ କରିଛି ବୋଲି ବିଜେପିର ବରିଷ୍ଠ…

ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ବିଜେପି

ଆଇଏଏସ୍ ସୁଜାତା ଆର କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ଫେରାଦ ହେଲା ବିଜେପି । ବିଜେପି ସୁଜାତା ଆର କାର୍ତ୍ତିକେୟନଙ୍କ ନାଆଁରେ ଗୁରୁତର ଅଭିଯୋଗ ଆଣିଛି । ସେ ଅବାଧ ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଏବଂ ରାଜ୍ୟରେ…

ରାଜ୍ୟରେ ଅସମ୍ଭାଳ ତାତି: ପାରଦ ୪୬ ଡିଗ୍ରୀ ଛୁଇଁଲା

କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ବଢ଼ିଛି ଗ୍ରୀଷ୍ମ ପ୍ରବାହ। ଆଜି ପାରଦ ୪୬ ଡିଗ୍ରୀ ଛୁଇଁଛି।ଟିଟିଲାଗଡ଼ରେ ଆଜିର ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ କରାଯାଇଛି। ଦିନ ସାଢ଼େ ୨ରେ ଝାରସୁଗୁଡ଼ା ୪୫.୬, ସମ୍ୱଲପୁର ୪୫.୨ ଡିଗ୍ରୀ,ହୀରାକୁଦ ୪୪.୮, ରାଉରକେଲା…

ବିଜେଡି ନେତା ନକଲି କାଗଜପତ୍ର କରି ଚାଷୀଙ୍କ ନାଁରେ ଋଣ କରିନେଇଛନ୍ତି: ମୋଦୀ

ରାଜ୍ୟର ଶେଷ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲେଶ୍ୱର ଜିଲ୍ଳାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ ଭୁଲି…

IPS ଆଶିଷ ସିଂଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ଗଠନ ହେଲା ୬ ଜଣିଆ ମେଡିକାଲ ବୋର୍ଡ

ଭରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ IPS ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ ହେଲା। ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ ହୋଇଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ECIଙ୍କ ନିର୍ଦ୍ଦେଶ ପରେ ଏମ୍ସ ଭୁବନେଶ୍ବର…

ନବୀନଙ୍କ ସ୍ୱାସ୍ଥ୍ୟ ହାନି ପଛରେ ଷଡଯନ୍ତ୍ରର ସନ୍ଦେହ: ନରେନ୍ଦ୍ର ମୋଦି

ମୟୂରଭଞ୍ଜ ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପ୍ରସଙ୍ଗ ଉଠାଇଛନ୍ତି । ମୋଦୀ ପ୍ରଶ୍ନ କରିଛନ୍ତି ଅଚାନକ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଏତେ ମାତ୍ରାରେ ଖରାପ ହେଲା କେମିତି ? ନବୀନଙ୍କ ସ୍ବାସ୍ଥ୍ୟ ଖରାପ…

ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପଡ଼ିବ ପୂର୍ଣ୍ଣଛେଦ: ପ୍ରଧାନମନ୍ତ୍ରୀ

ଚଳିତବର୍ଷ ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ଓଡ଼ିଶା ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୟୂରଭଞ୍ଜ ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ବାରିପଦାରେ ପହଞ୍ଚିବା ସହ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଆଜି ଓଡ଼ିଶାରେ ମୋର…

ପୁଣି ଗୋଟେ ଡିପ ଫେକ ଭିଡ଼ିଓ ଜାରି ହେଇଛି: ଜୟ ପଣ୍ଡା

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପୁଣି ଥରେ ସମାଲୋଚନା କରିଛନ୍ତି। ବୈଜୟନ୍ତ ପଣ୍ଡା ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି ଯେ, ଏ ଘଟଣା ପରେ ଆଉ…

ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ ଜୋରଦାର ହୋଇଛି ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜୁନ ୧ରେ ସାରା ଦେଶରେ ଅନ୍ତିମ ପର୍ଯ୍ୟାୟରେ ଭୋଟ୍ ପଡିବ । ଏହାପୂର୍ବରୁୁ ବିଜେପିର ମାରାଥନ୍ ପ୍ରଚାର…