Tag: Odisha

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା…

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆନ୍ଦୋଳନରେ BMC ଓ ସଫେଇ କର୍ମଚାରୀ

ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ BMC କର୍ମଚାରୀ ।BMC ଅଫିସରେ କର୍ମଚାରୀଙ୍କ ପ୍ରତିବାଦ କରିଥିବା ଜଣାପଡିଛି। ବିଏମସିର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ କଳା ବ୍ୟାଜ୍ ପିନ୍ଧି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି । କର୍ମଚାରୀଙ୍କ…

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି ।…

ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ

ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…

ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…

ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ…

ପୁରୀ ଅଘଟଣ ଘଟଣା; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବା ସହିତ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ…