Tag: Odisha

ମୁଖ୍ୟମନ୍ତ୍ରୀଙ୍କୁ ‘ବନ୍ଧନ ମୁକ୍ତ’ କରିବା ଦାବିରେ ବିଜେପିର ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର : ବିଜୁ ଜନତା ଦଳ ପକ୍ଷରୁ ଜାରି କରାଯାଉଥିବା ମୁଖ୍ୟମନ୍ତ୍ରୀଙ୍କ ସର୍ଟ ଭିଡ଼ିଓ ଏବେ ଚର୍ଚ୍ଚାରେ ରହିଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତକିଛି ଦିନ ହେବ ତାଙ୍କର ପୂର୍ବତନ ବ୍ୟକ୍ତିଗତ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବନ୍ଧକ…

ମୁଁ ସୁସ୍ଥ, ରାଜ୍ୟ ସାରା ବୁଲୁଛି: ନବୀନ ପଟ୍ଟନାୟକ

ନିଜ ସ୍ବାସ୍ଥ୍ୟ ବିଷୟରେ ଅବଗତ କରାଇଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ । ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି, ବିରୋଧୀ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ । ମିଛ କହିବାର ଗୋଟିଏ ସୀମା ଥାଏ,…

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଚଳିତବର୍ଷ ନିର୍ବାଚନରେ ଓଡ଼ିଶାରେ ନିଜର ସରକାର ବନେଇବା ପାଇ ଓଡ଼ିଶା ଆସୁଛନ୍ତି ଘନଘନ ବିଜେପିର କେନ୍ଦ୍ରରେ ଥିବା ହେବିୱେଟ୍ ନେତା । ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ବ ନେଇଛନ୍ତି ଡ. ଅରବିନ୍ଦ ପାଢ଼ୀ। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଅତିରିକ୍ତ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ। ଦାୟିତ୍ବ ଗ୍ରହଣ ପରେ ସେ ଆଜି ମହାପ୍ରଭୁଙ୍କୁ ଦର୍ଶନ…

୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ

ଆସନ୍ତା ୨୬ ତାରିଖ ରବିବାର ସକାଳ ୧୦ଟା ୩୦ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ୧୦ଟା ୩୦ରେ ବୋର୍ଡ କାର୍ଯ୍ୟାଳୟରେ ଫଳ ପୁସ୍ତିକା ଲୋକର୍ପଣ ହେବ। ଏହାପରେ ୧୧ଟା ୩୦ରେ ଇଣ୍ଟରନେଟ୍‍ରେ ଉପଲବ୍ଧ ହେବ ପରୀକ୍ଷାଫଳ । ଏନେଇ ସାମ୍ବାଦିକ ସମ୍ମିଳନୀରେ…

ପିପିଲିରେ ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସହ ୨ ଗୁରୁତର

ନିର୍ବାଚନ ପୂର୍ବରୁ ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ…

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ

ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲାର ନାରାୟଣପୁର ବର୍ଡ଼ରରେ ଏହି ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ସଂଖ୍ୟା…

ହାରିବା ଭୟରେ ଟଙ୍କା ବାଣ୍ଟୁଛନ୍ତି ପ୍ରଣବ ପ୍ରକାଶ ଦାସ: ବିଜେପି

ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ । ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେପି । ବିଜେପିର…

ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ: ଜେପି ନଡ୍ଡା

ମୟୂରଭଞ୍ଜର କରଞ୍ଜିଆ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ କହିଛନ୍ତି ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ। ଏ ସରକାର ଆଉଟସୋର୍ସ ହୋଇଯାଇଛି ଏହାକୁ ହଟାଇବା…