Tag: Odisha

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ…

ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…

ପିପିଲିରେ ୩ ଯୁବତୀଙ୍କ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ଜଣ ଯୁବତୀଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୌତମ ଆଦାନୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ, ଆଦାନୀ ଗ୍ରୁପ ଅଧ୍ୟକ୍ଷ ତଥା ବିଶିଷ୍ଠ ଶିଳ୍ପପତି ଗୌତମ ଆଦାନୀ ଆଜି ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚି ସପରିବାର ସହ ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଗୌତମ ଆଦାନୀ ଶରଧାବାଲିରେ ତାଙ୍କ ପତ୍ନୀ ପ୍ରୀତି ଆଦାନୀ…

ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ ପଟ୍ଟନାୟକ

ରଥଟଣା ବିଳମ୍ବକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଆମେ…

ଶରଧାବାଲିରେ ପହଞ୍ଚିଲେ ତିନି ରଥ

ଦ୍ଵିତୀୟ ଦିନରେ ଆଜି ଜନ୍ମସ୍ଥାନରେ ପହଞ୍ଚଞ୍ଚିଛନ୍ତି ଚୁତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଛିଛନ୍ତି । ପଛେପଛେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ପଛରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ପହଞ୍ଚିଛନ୍ତି । ସୂଚନା ଅନୁଯାୟୀ ଦିନ…

ପୁରୀରେ ପହଞ୍ଚିଲେ ଗୌତମ ଆଦାନୀ

ଭୁବନେଶ୍ୱର ଏୟାରପୋର୍ଟରେ ଆଜି ଆଦାନୀ ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଆଦାନୀ ପହଞ୍ଚିବା ପରେ ପୁରୀରେ ପହଞ୍ଚିଛନ୍ତି । ପବିତ୍ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ସେ ଜଗା ଦର୍ଶନ କରିବା ସହ ପୁରୀରେ ବିଭିନ୍ନ ସେବାମୂଳକ କାର୍ଯ୍ୟରେ ଭାଗ ନେବେ ।…

ଆଜି ଦ୍ଵିତୀୟଦିନରେ ପୁଣି ଥରେ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥଟଣା

ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରାରେ ଶନିବାର ଦିନ ପୁଣି ଥରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି । ଆଜି ପୁରୀ ବଡ଼ଦାଣ୍ଡରେ ପୁଣି ଆରମ୍ଭ ହୋଇଛି ରଥ ଟଣା । ଆଜି ଦ୍ଵିତୀୟଦିନରେ ରଥ ଉପରେ ମଙ୍ଗଳ ଆଳତୀ ସରିବା…

ରଥଯାତ୍ରା ଅବସରରେ ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ

ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗଜେନ୍ଦ୍ର ସିଂ ଶେଖାୱତ ପୁରୀ ଗୋବର୍ଦ୍ଧନ ପୀଠ ପରିଦର୍ଶନ କରିବା ସହ ଶଙ୍କରାଚାର୍ଯ୍ୟ ଜଗତଗୁରୁ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଥିଲେ ।…

ପୁରୀ ରଥଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ କରିଛନ୍ତି । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ…