ତାଜା ଖବର ରାଜନୀତି ରାଜ୍ୟ କଣ୍ଟାମାଳର ଦୁଇଟି ବୁଥରେ ଆଜି ହେଉଛି ସାନି ମତଦାନ May 23, 2024 Papirani କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ଥିବା ଦୁଇଟି ବୁଥରେ ପୁନଃ ମତଦାନ ଆରମ୍ଭ ହୋଇଛି । କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । ଏହି ଦୁଇ ବୁଥ ହେଉଛି କଣ୍ଟାମାଳର କିରାସିରା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା May 23, 2024 Papirani ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…
ରାଜନୀତି ରାଜ୍ୟ ଜେଲରୁ ବାହାରିଲେ ସିପିଆଇ ନେତା ନାରାୟଣ ରେଡ୍ଡୀ, ହାଇକୋର୍ଟରୁ ମିଳିଲା ଜାମିନ May 22, 2024 Nirvay ସିପିଆଇ ନେତା ତଥା ପୂର୍ବତନ ଛତ୍ରପୁର ବିଧାୟକ ନାରାୟଣ ରେଡ୍ଡୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ। ତାଙ୍କ ସହ ଏନ୍ ଦିଲ୍ଲୀପ କୁମାର ରେଡ୍ଡୀ, ଡି. କାମରାଜୁ ବର୍ମାଙ୍କୁ ମଧ୍ୟ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ସମସ୍ତଙ୍କୁ ୮ସପ୍ତାହ ପାଇଁ ଅନ୍ତରୀଣ…
ତାଜା ଖବର ରାଜ୍ୟ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ May 22, 2024 Papirani ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ…
ରାଜନୀତି ରାଜ୍ୟ ଓଡ଼ିଶାରେ ବିଜେପି ସରକାର ହେବ:ଅରୁଣ ଗୋଭିଲ୍ May 22, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ନେତା ତଥା ରାମାୟଣ ଧାରାବାହିକର ରାମ ଅରୁଣ ଗୋଭିଲ୍। ସେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇ କେନ୍ଦୁଝର ଯାଇଛନ୍ତି ପ୍ରଚାର ପାଇଁ। ଚମ୍ପୁଆ ଓ ତେଲକୋଇରେ ଆୟୋଜିତ ଜନସଭାରେ ଯୋଗଦେବା ସହ କହିଛନ୍ତି। ଓଡ଼ିଶାରେ ଲୋକଙ୍କ…
ତାଜା ଖବର ରାଜନୀତି ରାଜ୍ୟ ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡ଼ିଶା ଏକ ନମ୍ବର: ବିଜେପି May 22, 2024 Papirani ସାମ୍ବାଦିକ ସମ୍ମିଳନୀ କରି ବିକାଶ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ । ସେ କହିଛନ୍ତି କହିଲେ ‘ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡିଶା ଏକ ନମ୍ବର। ନବୀନ ପଟ୍ଟନାୟକ ଏକ ନମ୍ବର।…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ସହ ଆଜିଠାରୁ ହେବ ଫ୍ଲାଗ ମାର୍ଚ୍ଚ May 22, 2024 Papirani ଆସନ୍ତା ୨୫ ତାରିଖରେ ହେବାକୁ ଯାଉଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଭୁବନେଶ୍ବରରେ ନିର୍ବାଚନ ପାଇଁ ୨୩ ତାରିଖ ସନ୍ଧ୍ୟାରେ ପ୍ରଚାର ଶେଷ ହେବାକୁ ଥିବା ବେଳେ ୨୫ରେ ମତଦାନ ହେବ । ତେବେ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ…
ତାଜା ଖବର ରାଜ୍ୟ ଝାରସୁଗୁଡ଼ାରେ ସ୍କୁଲ ବସ୍କୁ ଧକ୍କା ଦେଲା ଟ୍ରକ May 22, 2024 Papirani ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ May 22, 2024 Papirani ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ବେଳେ ହିଂସା ଏବଂ ବିଶୃଙ୍ଖଳାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ବିଜେପି May 22, 2024 Papirani ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଅଧିକାଂଶ ସ୍ଥାନରେ ହିଂସା ଏବଂ ବିଶୃଙ୍ଖଳା ଅଭିଯୋଗକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି । ଦଳ ଦାବି କରିଛି ଲୋଇସିଂହା ୧୦୮ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିସର ଏକାଧିକ ବୟସ୍କ…