ତାଜା ଖବର ରାଜନୀତି ରାଜ୍ୟ congress demand shut down web channel: ଓ୍ବେବ୍-ଚାନେଲ ବନ୍ଦ କରିବାକୁ ରାଜ୍ୟବ୍ୟାପୀ ଦାବି ଜଣାଇଲା କଂଗ୍ରେସ October 23, 2025 Papirani ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଆଗୁଆ ଥିବା ଜାଣି ନିନ୍ଦୁକମାନେ ଜନମତକୁ ବିଭ୍ରାନ୍ତ କରିବାରେ ଲାଗିପଡ଼ିଛନ୍ତି। ଅଙ୍କୁଶବିହୀନ ସାମାଜିକ ଗଣମାଧ୍ୟମରେ ଯାଚ୍ଛାତା ପ୍ରଚାରରେ ମାତିଯାଇଛନ୍ତି। ପିସିସି ସଭାପତି ଜନନେତା ଭକ୍ତ ଚରଣ ଦାସ, ତାଙ୍କ…
ରାଜ୍ୟ Vedanta to invest in Odisha: ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ନିବେଶ କରିବ ବେଦାନ୍ତ; ସୃଷ୍ଟି ହେବ ୧ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ October 23, 2025 Nirvay ଆଜି ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ…
ତାଜା ଖବର ରାଜନୀତି ରାଜ୍ୟ Nuapada By-Election: ନୂଆପଡା ଉପନିର୍ବାଚନ ପାଇଁ ବଞ୍ଜାରୀ ଦେବୀ ମନ୍ଦିରରୁ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି October 23, 2025 Papirani ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା’ ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ…
ରାଜନୀତି ରାଜ୍ୟ ନୂଆପଡ଼ାରେ ୨୫ ତାରିଖ ପରେ ଦମ ଦେଖାଇବ ବିଜେପି October 23, 2025 Nirvay ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି । ଏସବୁ ଭିତରେ ବିଜେଡିର ବିକ୍ରମ ପଣ୍ଡାଙ୍କ ଗିରଫଦାରୀ ଏକ ନୂଆ ମୋଡ଼ ନେଇପାରେ । ଅନ୍ୟପକ୍ଷରେ ନୂଆପଡ଼ାରେ ଆସନ୍ତା ୨୫ ତାରିଖ ପରେ ବିଜେପି ତାର ଦମ ଦେଖାଇବ ।…
ରାଜନୀତି ରାଜ୍ୟ ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ? October 23, 2025 Nirvay ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…
ତାଜା ଖବର ରାଜ୍ୟ Rain Alert: ଦକ୍ଷିଣ ଓଡ଼ିଶାକୁ ବର୍ଷା ଆଲର୍ଟ October 23, 2025 Papirani ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡ଼ୁ ମୁହାଁ ୱେଲମାର୍କଡ ଲୋ-ପ୍ରେସର। ଆଜି ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇପାରେ । ତେବେ ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହେବା ନେଇ ପାଣିପାଗ…
ରାଜ୍ୟ School Closure Plans: ରାଜ୍ୟରେ ନୂତନ ସ୍କୁଲ ବନ୍ଦ/ମିଶ୍ରଣ ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ October 22, 2025 Nirvay ରାଜ୍ୟରେ ନୂତନ ଭାବେ ସ୍କୁଲ ବନ୍ଦ କିମ୍ବା ମିଶ୍ରଣ ହେବାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଥିବା ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ ବୋଲି କହିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ସଂଖ୍ୟା ୫୪୬୫…
ତାଜା ଖବର ରାଜ୍ୟ Police SI recruitment scam: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା; ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ October 22, 2025 Papirani ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ । ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ । ଏହା ସହ ଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ…
ରାଜନୀତି ରାଜ୍ୟ Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି October 22, 2025 Nirvay ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…
ତାଜା ଖବର ରାଜନୀତି ରାଜ୍ୟ Nuapada By-Election: ନୂଆପଡ଼ା ଉପନିର୍ବାଚନ: ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ October 22, 2025 Papirani ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ । ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା…