ତାଜା ଖବର ରାଜ୍ୟ ରାଜ୍ୟରେ ଆଗାମୀ ୫ ଦିନ ଯାଏ ଲାଗି ରହିବ କାଳବୈଶାଖୀର ପ୍ରଭାବ May 20, 2024 Papirani ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୨, ୨୩ ଓ ୨୪…
ରାଜନୀତି ରାଜ୍ୟ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ନ ୧ଟା ସୁଦ୍ଧା ଓଡ଼ିଶାରେ ହୋଇଛି ୩୫.୩୧ ପ୍ରତିଶତ ମତଦାନ May 20, 2024 Papirani ରାଜ୍ୟରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଭୋଟଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ଦିନ ୧ ଟା ସୁଦ୍ଧା ୩୫.୩୧…
ରାଜନୀତି ରାଜ୍ୟ ଦିନ ୧୧ଟା ସୁଦ୍ଧା ଓଡିଶାରେ ହୋଇଛି ୨୧.୦୭% ମତଦାନ May 20, 2024 Papirani ଆଜି ଭୋଟ ଦେଉଛି ଓଡିଶା । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସୁନ୍ଦରଗଡ ଲୋକସଭା କ୍ଷେତ୍ରରେ ୨୨.୧୯ ପ୍ରତିଶତ, ବରଗଡ ଲୋକସଭା କ୍ଷେତ୍ରରେ ୨୨.୯୫ପ୍ରତିଶତ, ଆସିକା ଲୋକସଭାରେ ୨୧.୫୩ ପ୍ରତିଶତ, ବଲାଙ୍ଗୀର ଲୋକସଭାରେ ୧୭.୯୦ ପ୍ରତିଶତ,…
ବ୍ୟବସାୟ ଏଥର ଓଡ଼ିଶାରେ ବିଜେଡି ସରକାର ଯିବା ଥୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି May 20, 2024 Papirani ପୁରୀରେ ରୋଡ ଶୋ’ ପରେ ଅନୁଗୋଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୟ ଜଗନ୍ନାଥ, ଏଠି ଉପସ୍ଥିତ ମୋର ଭାଇଭଉଣୀମାନଙ୍କୁ ମୋର ନମସ୍କାର ଓ ଜୁହାର। ଏଭଳି ଓଡ଼ିଆ ଭାଷାରେ କହି ନିଜର ଭାଷଣ ଆରମ୍ଭ କରିଥିଲେ…
ରାଜନୀତି ରାଜ୍ୟ ମେ ୨୯ରେ କେନ୍ଦ୍ରାପଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି May 20, 2024 Nirvay ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୯ ତାରିଖରେ କେନ୍ଦ୍ରାପଡ଼ାରେ ଏକ ବିଶାଳ ଜନ ସମାବେଶରେ ଯୋଗଦେଇ ଲୋକସଭା ପ୍ରାର୍ଥୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ‘ଜୟ’ ପଣ୍ଡାଙ୍କ ଲାଗି ପ୍ରଚାର କରିବେ । ଆଜି ମୋଦି…
ରାଜନୀତି ରାଜ୍ୟ ଦିନ ୯ଟା ସୁଦ୍ଧା ରାଜ୍ୟରେ ୬.୯୯ % ମତଦାନ May 20, 2024 Nirvay ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ଆଜି ସକାଳ ୯ ଟା ସୁଦ୍ଧା ଲୋକସଭା ପାଇଁ ୬.୮% ମତଦାନ ହୋଇଥିବା ବେଳେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବଡ଼ଦାଣ୍ଡରେ ମୋଦୀଙ୍କ ବିଶାଳ ରୋଡ୍ ସୋ’ May 20, 2024 Papirani ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡଦାଣ୍ଡରେ ମେଗା ରୋଡ୍ ସୋ’’ କରିଛନ୍ତି । ମରିଚିକୋଟ ଛକରୁ ଚାଲିଛି ମୋଦିଙ୍କ ରୋଡ୍ ସୋ’। ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ରଥଯାତ୍ରାର ଭ୍ରମ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ May 20, 2024 Papirani ଭୁବନେଶ୍ବର: ଦେଶର ପଞ୍ଚମ ପର୍ଯ୍ୟାୟରେ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଭୋଟ୍ ଗ୍ରହଣ ହେଉଛି। ଓଡ଼ିଶାର ୫ଟି ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହିତ ଜାରି ରହିଛି। ସକାଳ ୭ଟାରୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ May 20, 2024 Papirani ଆଜି ପୁରୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ’ । ଆଜି ସକାଳୁ ରାଜଭବନରୁ ପୁରୀ ଅଭିମୁଖେ ବାହାରି ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ଅବତରଣ…
ରାଜନୀତି ରାଜ୍ୟ ଓଡ଼ିଶାରେ ପହଞ୍ଚିଲେ ମୋଦୀ May 19, 2024 Nirvay ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ବିମାନ ବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯିବା ସହ ସ୍ବାଗତ କରାଯାଇଥିଲା। ଏହାପରେ ଆଜି ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା…