ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ହୋଇଛି ୬୫.୫୬% ଭୋଟିଂ November 11, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଭୋଟ ଦେଉଛି ନୂଆପଡ଼ାବାସୀ । ଦିନ ୩ଟା ସୁଦ୍ଧା ନୂଆପଡ଼ାରେ ୬୫.୫୬ ପ୍ରତିଶତ ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ଏହି ନିର୍ବାଚନରେ ଶାସକ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ହୋଇଛି ୩୨.୫୧% ଭୋଟିଂ November 11, 2025 Papirani ସୁରୁଖୁରୁରେ ଚାଲିଛି ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ।ଭୋଟ ଦେଉଛି ନୂଆପଡା । ଦିନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ମୋଟ ୩୫୮ ବୁଥରେ ଚାଲିଛି…
ରାଜନୀତି ରାଜ୍ୟ Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି November 10, 2025 Nirvay ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ November 10, 2025 Nirvay ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…
ରାଜ୍ୟ Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ November 10, 2025 Nirvay ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…
ଖେଳ ଦେଶ ବିଶ୍ୱ ରାଜ୍ୟ Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ November 10, 2025 Nirvay ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…
ତାଜା ଖବର ରାଜନୀତି ରାଜ୍ୟ Nuapada Bye Election: ଏକପାଖିଆ ଦମନଲୀଳା ଚଳାଇଛି ନୂଆପଡ଼ା ପୁଲିିସ: ବିଜେଡି November 10, 2025 Papirani ନିର୍ବାଚନ ହାରିବା ଭୟରେ ବିଜେପି ଏବେ ପୁଲିସକୁ ବିଜେଡି ନେତାଙ୍କ ପଛରେ ଲଗାଇ ଦେଇଛି । ଯାହାକୁ ପାରିଲେ ଗିରଫ କରିନେଉଛନ୍ତି । ଆଜି ବିଜେଡି ନେତୃବୃନ୍ଦ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହାର ତୀବ୍ର ପ୍ରତିବାଦ କରିଛନ୍ତି । ବିଜେଡି…
ତାଜା ଖବର ରାଜ୍ୟ AIIMS Employee Murder Case: ଏମ୍ସ କର୍ମଚାରୀ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ November 10, 2025 Papirani ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶିବା ପ୍ରଧାନ ଗିରଫ। ମାରଣାସ୍ତ୍ର ସହ ଉଠାଇନେଲା ଖଣ୍ଡଗିରି ଥାନା ପୋଲିସ । ପୂର୍ବରୁ ୪ ଅଭିଯୁକ୍ତ ମାମଲାରେ ଗିରଫ ହୋଇଥିଲେ। ଅକ୍ଟୋବର ୧୩ରେ ଜମିବାଡ଼ି ବିବାଦରୁ ହତ୍ୟା କରାଯାଇଥିଲା।…
ତାଜା ଖବର ରାଜନୀତି ରାଜ୍ୟ Nuapada ByeElection: କୌଣସି ଜିଲ୍ଲାରୁ ଆସିନାହିଁ ଇଭିଏମ ଚୋରି ଅଭିଯୋଗ: ମୁଖ୍ୟ ନିର୍ବାଚନ ଅଧିକାରୀ November 10, 2025 Papirani ଇଭିଏମ ଚୋରି ଅଭିଯୋଗକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମ ଜିଲ୍ଲାରୁ ଇଭିଏମ୍ ମେସିନ୍ ଏକ ଟ୍ରକରେ ଆସିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣଭାବେ ଖଣ୍ଡନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି…
ତାଜା ଖବର ରାଜ୍ୟ SI Exam Scam: ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲା: ଆଜି ଶଙ୍କର, ସୁରେଶଙ୍କ ହେବ ପଲିଗ୍ରାଫ୍ ଶୁଣାଣି November 10, 2025 Papirani ପୋଲିସ୍ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆଜି ହେବ ଶଙ୍କର, ସୁରେଶଙ୍କ ପଲିଗ୍ରାଫ୍ ଶୁଣାଣି । ଜେଏମଏଫସି ରୁରାଲ୍ କୋର୍ଟରେ ଆବେଦନ କରିଥିଲା କ୍ରାଇମ୍ବ୍ରାଞ୍ଚ । ଜେରା ସମୟରେ ଉଭୟ ବୟାନ ବଦଳାଉଥିବା କହିଛି କ୍ରାଇମବ୍ରାଞ୍ଚ । ବ୍ରହ୍ମପୁର ଜେଏମ୍ଏଫ୍ସି କୋର୍ଟରେ…