Tag: Odisha

ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା

ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ବିଶ୍ୱବିଦ୍ୟାଳୟରେ ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ କରିଛନ୍ତି । ମାଡ ମାରିଥିବା ଭୟଭୀମ ସଦସ୍ୟଙ୍କୁ ଗିରଫ ଦାବି କରାଯାଇଛି । ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ। ବିଶ୍ବବିଦ୍ୟାଳୟ ମୁଖ୍ୟ…

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା

ରାଜ୍ୟରେ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ହେବା ପରେ ରାଜନୈତିକ ଝଡ଼ ଦେଖାଯାଇଛି । ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି ଦଳର ନେତା। ସମାଲୋଚନା କରି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ରାଜ୍ୟ ସରକାର ପଞ୍ଚାୟତିରାଜ…

ଓଏସ୍‌ଏସ୍‌ସିର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ୨ ପରୀକ୍ଷାର୍ଥୀଙ୍କ ଜୀବନ; ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ । ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ…

କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଏନଏଚଆରସିଙ୍କ ତଦନ୍ତ ନିର୍ଦ୍ଦେଶ

କିଟ୍ ବିଶ୍ୱ ବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବ ଅଧିକାର ଆୟୋଗ(ଏନଏଚଆରସି) ପକ୍ଷରୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏକ ଟିମ ଗଠନ କରି କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ…

କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍‌ ସୁଶାନ୍ତ ନାଥ

କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍‌ ସୁଶାନ୍ତ ନାଥ । ଆଇପିଏସ୍‌ ସୁଶାନ୍ତ ନାଥ ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ରୀୟ ଡେପୁଟେସନକୁ ଯାଇଥିଲେ । ସୁଶାନ୍ତ କୁମାର ନାଥ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଆଇଜି ଭାବେ କାର୍ଯ୍ୟରତ ଅଛନ୍ତି । ତେବେ…

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖ ବଦଳରେ ଅପ୍ରେଲ ୨୪ ରେ ପାଳନ

ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି । ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ । ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି…

ଅନ୍ୟର ଜୀବନ ବଞ୍ଚାଇ ଅମର ହୋଇଗଲା ୧୬ ମାସର ଶିଶୁ ଜନ୍ମେଶ

ରାଉରକେଲାର ଅଶୋକ ଲେଙ୍କା ଓ ପ୍ରତିଭା ନାୟକଙ୍କ ୧୬ ମାସର ଶିଶୁପୁତ୍ର ଜନ୍ମେଶ ଲେଙ୍କା ଅସୁସ୍ଥତାରୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ । ତେବେ ଚିକିତ୍ସା ପରେ ବ୍ରେନ୍ ଡେଡ୍ ଘୋଷଣା କରିଥିଲେ ଡାକ୍ତର । ଏହାପରେ ପରିବାର ଲୋକଙ୍କ ନିଷ୍ପତ୍ତି…

ନବରଙ୍ଗପୁର ଜିଲ୍ଲାରେ ୬ ବର୍ଷର ଶିଶୁକନ୍ୟାକୁ ୬୦ରୁ ଉର୍ଦ୍ଧ୍ଵ ଚେଙ୍କ

ଅନ୍ଧ ବିଶ୍ୱାସର କରୁଣ ପରିଣତି । ନବରଙ୍ଗପୁର ଜିଲ୍ଲାରେ ପୁଣି ଘଟିଛି ଅଭାବନୀୟ ଘଟଣା । ଆଜି ସକାଳେ ଚେଙ୍କରେ ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରିଗୁଡ଼ା ପଞ୍ଚାୟତର ଫୁଣ୍ଡେଲପଡା ଗ୍ରାମରେ ମାସକର ଶିଶୁ ଗୁରୁତର ହୋଇଥିବାବେଳେ ରାଇଘର ବ୍ଲକ ନାକଟିସେମଡ଼ା ଗାଁରେ ପୁଣି…

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କରୁଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ। ଆଜି ସୋମବାର ନବମ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଛାତରୁ ପଡି ଗୁରୁତର ଆହତ ନିମାପଡ଼ାର ହେମନ୍ତ ସାହୁ ଏବଂ ମେରୁଦଣ୍ଡ ଜନିତ ସମସ୍ୟା ଭୋଗ କରୁଥିବା ନିରାକାରପୁରର ବିଚିତ୍ର ପାଇକରାୟ…

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ: ରାଜସ୍ୱ ମନ୍ତ୍ରୀ

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜିକରଣ । ଏ ନେଇ ରାଜସ୍ୱ ବିଭାଗକୁ ଡ୍ରାଫ୍‌ଟଦେଲା ନଗର ଉନ୍ନୟନ ବିଭାଗ। ମାର୍ଚ୍ଚ ସୁଦ୍ଧା ଏ ନେଇ ବିଚାର ବିମର୍ଶକରି ଏପ୍ରିଲରୁ କାର୍ଯ୍ୟକାରୀ ହେବାକୁ ନିଷ୍ପତ୍ତି ନିଆଯାଇଥିବା ଆଜି ସୂଚନା ଦେଇଛନ୍ତି…