ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୧୦ ଜୁନରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବ: ନରେନ୍ଦ୍ର ମୋଦି May 6, 2024 Papirani ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରି କହିଲେ । କାଲି ମୁଁ ଅଯୋଧ୍ୟାରେ ଥିଲି, ଆଜି ମୁଁ ମହାପ୍ରଭୁଙ୍କୁ ଭୂମିରେ ଅଛି । ଆଜି ମୁଁ ଆପଣଙ୍କ…
ରାଜନୀତି ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି May 6, 2024 Nirvay ଆଜି ରାତିରେ ଉତ୍ତର ପ୍ରଦେଶରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କର ଦର୍ଶନାଭିଳାଷୀ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜଭବନରେ…
ଦେଶ ରାଜନୀତି ରାଜ୍ୟ ସୁଧୁରୁ ନାହାନ୍ତି IPS ଆଶିଷ ସିଂ, ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା ବିଜେପି May 5, 2024 Nirvay IPS ଆଶିଷ ସିଂଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା କେନ୍ଦ୍ରୀୟ ବିଜେପି ପ୍ରତିନିଧି ଦଳ। ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କଲା ବିଜେପି। ବଦଳି ହୋଇଥିଲେ ବି ବିଜେଡି ପାଇଁ ନିର୍ବାଚନ ପରିଚାଳନା କରୁଛନ୍ତି ଆଶିଷ…
ରାଜନୀତି ରାଜ୍ୟ ବିଜେଡି ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା May 5, 2024 Nirvay ଘୋଷଣା ହେଲା ବିଜୁ ଜନତା ଦଳର ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ତେବେ ବିଭିନ୍ନ ପଦରେ ନିଯୁକ୍ତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ତାଜା ଖବର ରାଜନୀତି ରାଜ୍ୟ ପାଞ୍ଚଟି ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ May 5, 2024 Papirani ଆଜି ବିଧାନସଭା ନିର୍ବାଚନ ପାଇଁ ୬ଟି ଆସନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୬ ଆସନରୁ ୫ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ । ଗତକାଲି କଂଗ୍ରେସରେ ମିଶିଥିବା ଦେବାଶିଷ ନାୟକଙ୍କୁ ବରୀରୁ ଟିକେଟ ଦେଇଛି କଂଗ୍ରେସ ।…
ରାଜନୀତି ରାଜ୍ୟ ବିଜେଡିକୁ ହରେଇବା ପାଇଁ ଖଣ୍ଡପଡ଼ାରେ ଅନୁଭବଙ୍କ ମହାମେଣ୍ଟ May 5, 2024 Nirvay ଖଣ୍ଡପଡ଼ା ରାଜନୀତିରେ ନୂଆ ସମୀକରଣ। ବିଜେଡି ବିରୋଧରେ ମେଳି ବାନ୍ଧୁଛନ୍ତି ବିଦ୍ରୋହୀ। ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଭେଟିଲେ ଅନୁଭବ ପଟ୍ଟନାୟକ ଓ ଗୟାଧର ପରିଡା। ବିଜେଡି ଟିକେଟ୍ ଆଶାୟୀ ଥିଲେ ଉଭୟ ଅନୁଭବ ଓ ଗୟାଧର। ତେବେ ଦଳ ସାବିତ୍ରୀ ପ୍ରଧାନଙ୍କ ନାମ…
ରାଜନୀତି ରାଜ୍ୟ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ ଜେ.ପି ନଡ୍ଡା May 5, 2024 Nirvay ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଅପରାହ୍ନ ୩ଟାରେ ନଡ୍ଡା ଭୁବନେଶ୍ୱରରେ ପହଞ୍ଚିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେଉଁ ପ୍ରସଙ୍ଗ ନେଇ…
ରାଜନୀତି ରାଜ୍ୟ ନିଜ ମାଟିର ପୁଅ ଓଡ଼ିଶା ନେତା ହୁଅନ୍ତୁ:ଜୟଶଙ୍କର May 4, 2024 Nirvay ଓଡ଼ିଆ ଅସ୍ମିତା ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବା ବେଳେ ଆଜି ଓଡ଼ିଶା ଗସ୍ତରେ ଆସି ଏହି ପ୍ରସଙ୍ଗରେ ଏସ୍. ଜୟଶଙ୍କରଙ୍କ ବଡ ବୟାନ ଦେଇଛନ୍ତି। ଓଡ଼ିଶା ପ୍ରାକୃତିକ ସଂପଦ ଓ ପ୍ରତିଭାରେ ଭରପୂର, କ’ଣ ନାହିଁ ଓଡ଼ିଶାରେ, କିନ୍ତୁ ଓଡ଼ିଶା…
ରାଜନୀତି ରାଜ୍ୟ ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର May 4, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବ୍ୟବସାୟ ରାଜନୀତି ରାଜ୍ୟ ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ May 4, 2024 Nirvay ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ତିନି ପ୍ରମୁଖ ଦଳ ସେମାନଙ୍କ ରଣନୀତି ସେତିକି ଶାଣିତ କରୁଛନ୍ତି। ବିଜେଡି ବିଜେପି ପରେ ଆଜି ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ। ତାଲିକାରେ କଂଗ୍ରେସ ଅଧ୍ୟକ୍ଷ…