Tag: Odisha

ମହାନଦୀରେ ଅଘଟଣ; ଗାଧୋଉଥିବା ବେଳେ ଭାସିଗଲେ ୪ ଜଣ ପିଲା

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୪ ଜଣ ପିଲା । ୩ ଜଣ ଉଦ୍ଧାର ହୋଇଥିବା ବେଳେ ଜଣେ ନାବାଳିକା ନିଖୋଜ । ବଡ଼ବାପାଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ । ଉଦ୍ଧାର ୩ ଜଣଙ୍କୁ ଚିକିତ୍ସା ପାଇଁ…

ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ

ଦିନକୁ ଦିନ ଦେଶ ସହ ରାଜ୍ୟରେ ବି ଉପରମୁହାଁ କରୋନା । ଦେଶରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୫,୭୫୦ ଟପିଥିବା ବେଳେ ୪୫କୁ ପହଞ୍ଚିଲା ମୋଟ କରୋନା ପଜିଟିଭ୍ ସଂଖ୍ୟା। ଆଜି ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ…

ଡ୍ରୋନ୍ ସହାୟତାରେ ଚାଲିଛି ମାଓ ସର୍ଚ୍ଚ ଅପରେସନ

ପଶ୍ଚିମ ଓଡିଶା ମୁହାଁ ହେଉଛନ୍ତି ମାଓବାଦୀ । ସମ୍ବଲପୁର ଓ ସୋନପୁର ସୀମାରେ ମାଓବାଦୀ ଘୂରି ବୁଲୁଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିବାପରେ ରାଜ୍ୟର ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଘନ ଘନ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ସମ୍ବଲପୁରର…

ସୁବର୍ଣ୍ଣପୁରରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ…

ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ…

ବ୍ରହ୍ମପୁର ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ

ବ୍ରହ୍ମପୁରରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଯଦିଓ ଘଟଣାଟି ତିନି ଦିନ ତଳେ ଗୋଲନ୍ଥରା ପୋଲିସ ସୀମା ମଧ୍ୟରେ ଘଟିଥିଲା । କିନ୍ତୁ ଏହା ପରିବାର ସଦସ୍ୟମାନେ ଅଭିଯୋଗ କରିବା ପରେ ଏହି…

ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ । ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍‌ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି । ଏନେଇ ପରମିଟ ଇସ୍ୟୁ ହେବ, ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି ବୋଲି…

ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଯେତେ ପାଖେଇ ଆସୁଛି, କୋଭିଡ ସଂକ୍ରମଣ ସେମିତି ଓଡ଼ିଶାରେ ବଢ଼ିବାରେ ଲାଗିଛି । ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।…

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ…