Tag: Odisha

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି; ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି; ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇଲା ଓଡିଶା ହାଇକୋର୍ଟ । ମାର୍ଚ୍ଚ ୪ ତାରିଖରେ ଏହି ଘଟଣାର ପରବର୍ତ୍ତୀ ଶୁଣାଣି ହେବ । ପୂର୍ବରୁ ତାଙ୍କ ବାସ ଭାବନରେ ସିବିଆଇ…

ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ହେଲେ ଚନ୍ଦ୍ରଶେଖର ହୋତା

ବରିଷ୍ଠ ଓପିଏସ୍ ଅଧିକାରୀ ତଥା ସାହିତ୍ୟିକ ଡ. ଚନ୍ଦ୍ରଶେଖର ହୋତାଙ୍କୁ ମିଳିଲା ନୂଆ ଦାୟିତ୍ଵ। ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ହେଲେ ଚନ୍ଦ୍ରଶେଖର ହୋତା । ପୁଲିସ ଚାକିରି କରୁଥିବା ଚନ୍ଦ୍ରଶେଖର ହୋତା ଜଣେ ଉଚ୍ଚକୋଟିର ଲେଖକ । ତାଙ୍କୁ…

କିଟ୍ ଛାତ୍ରୀଙ୍କୁ ଆତ୍ମହତ୍ୟା ମାମଲା: ପୁଣି ୬ ଜଣଙ୍କୁ ନୋଟିସ୍‌ ଜାରି

କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାରେ ପୁଣି ୬ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଉଚ୍ଚସ୍ତରୀୟ କମିଟି ପାଖରେ ୨୭ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛନ୍ତି ଉଚ୍ଚ ଶିକ୍ଷା ବିଭାଗ । କିଟ୍ ଚିଫ୍ ପ୍ରୋକ୍ଟର୍ ପିକେ ପଟ୍ଟନାୟକ,…

କିଟରେ ଇଣ୍ଡିଆ ଟ୍ରେକ୍‍ର ୨୧ ଜଣିଆ ପ୍ରତିନିଧିମଣ୍ଡଳ

ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ଫେବୃଆରୀ ୨୩ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ୭ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨୧ ଜଣିଆ ପ୍ରତିନିଧିମଣ୍ଡଳ କିଟ୍‍ ଓ କିସ୍‍ ପରିଦର୍ଶନରେ ଅଛନ୍ତି । ଓଡ଼ିଶାର…

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଫେବୃଆରୀ ୨୮ ତାରିଖରେ ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା। ପୁରୀରେ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ଯୋଗ ଦେଉଛନ୍ତି।…

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ ଏନେଇ ଆଜି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ରାସନ କାର୍ଡ ଲିଷ୍ଟ ସହ ଡୋର୍‌ ଟୁ…

ଓଡିଶାରେ ଭୂମିକମ୍ପ ଝଟକା

ଓଡ଼ିଶାରେ ଅନୁଭୂତ ହେଲା ମୃଦୁ ଭୂମିକମ୍ପର ଝଟକା । ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଭୁବନେଶ୍ୱର, ପାରାଦ୍ୱୀପ ଓ ବାଲେଶ୍ୱର ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ଆଜି ସକାଳ ୬.୧୦ ମିନିଟ ସମୟରେ…

କାଶୀ-ତାମିଲ୍ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାରାଣାସୀ ଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୧୬ ବିଜେଡି କାଉସିଲର

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହୋଇଛନ୍ତି ବିଜେଡି କାଉସିଲର । ଏନେଇ ଆଜି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିକଟରେ…

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମହାକୁମ୍ଭ ମେଳାର ଶେଷ ସପ୍ତାହ ଚାଲିଛି । ଏହି ସମୟରେ ୩ ଦିନ ଉତ୍ତର ପ୍ରଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟାରେ ପହଁଚିଛନ୍ତି । ମୁଖ୍ୟମନ୍ତ୍ରୀ ସପରିବାର ମହାପ୍ରଭୁ ରାମ ଲାଲାଙ୍କ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ…