Tag: Odisha

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ

ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛନ୍ତି ଖାରବେଳ । ସେ ବାଲେଶ୍ୱର ଲୋକସଭା ଆସନରୁ ବିଜେପି ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଥିଲା…

IFS ବିନୟ ପ୍ରଧାନଙ୍କୁ ବିଜେଡିର ଟାର୍ଗେଟ

IFS ବିନୟ ପ୍ରଧାନ ଆଚରଣ ବିଧି ଉଲଙ୍ଘନ କରିଥିବା ନେଇ ପୁଣି ଅଭିଯୋଗ କରିଛି ବିଜେଡି। ୨୦୨୪ ନିର୍ବାଚନରେ IFSଙ୍କ ସମ୍ପୃକ୍ତି ନିର୍ବାଚନ ପ୍ରଭାବିତ କରୁଥିବା ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ନ୍ୟୁୟର୍କରେ କନସୁଲେଟ୍…

ଓଡିଶା ଗ୍ରସ୍ତରେ ଆସୁଛନ୍ତି ଆସନ୍ତାକାଲି ଜୟଶଙ୍କର ଓ ୫ ତାରିଖରେ ଜେପି ନଡ୍ଡା

ଭୁବନେଶ୍ୱର: କେନ୍ଦ୍ର ବିଦେଶ ମନ୍ତ୍ରୀ ତଥା ବିଜେପି ରାଜ୍ୟସଭା ସାଂସଦ ଏସ୍ ଜୟଶଙ୍କର କାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୪ ଓ ୫ ଦୁଇଦିନ ଭୁବନେଶ୍ୱର,କଟକ, ସମ୍ବଲପୁରର କାର୍ଯ୍ୟକ୍ରମରେ ଯୋଗ ଦେବେ । ଅନ୍ୟପଟେ ୫ ଅପରାହ୍ନରେ…

ନୀଳଗିରି ବିଜେପି ପ୍ରାର୍ଥୀ ହେଲେ ସନ୍ତୋଷ ଖଟୁଆ

ନୀଳଗିରି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଗତକାଲି ବିଜେଡି ଛାଡିଥିବା ନୀଳଗିରି ବିଧାୟକ ସନ୍ତୋଷ ଖଟୁଆକୁ ପ୍ରାର୍ଥୀ କରିଛି ବିଜେପି। ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ସନ୍ତୋଷଙ୍କ ନାମ ଘୋଷଣା କରିଛି। ଏହାକୁ ମିଶାଇ ବିଜେପି ସମସ୍ତ ୧୪୭…

ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଅନୁଭବ ପଟ୍ଟନାୟକ

ଆଜି ଖଣ୍ଡପଡ଼ା ବିଧାନସଭା କ୍ଷେତ୍ର ପାଇଁ ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଅନୁଭବ ପଟ୍ଟନାୟକ। ଗୁରୁବାର ବିଜେଡି ସାବିତ୍ରୀ ପ୍ରଧାନଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ ଘୋଷଣା କରିବା ପରେ ଅନୁଭବ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା…

ରାୟବରେଲୀରୁ ଆଜି ନାମାଙ୍କନ ଭରିବେ ରାହୁଲ ଗାନ୍ଧି; ରାୟଗଡ଼ା ଗସ୍ତ ବାତିଲ

ଆଜି କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ଆଜି ସେ ରାୟଗଡ଼ା ଆସିବେ ନାହିଁ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି। ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି…

ବରୀରୁ ସ୍ଵାଧୀନ ଭାବରେ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ!

ନିର୍ବାଚନ ଲଢିବେ ବିଜେପି ନେତା ଦେବାଶିଷ ନାୟକ । ସେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆ ପୋଷ୍ଟରେ ଏନେଇ ସେ ସୂଚନା ଦେଇଛନ୍ତି । ଦେବାଶିଷ ନିଜ ପୋଷ୍ଟରେ ଲେଖିଛନ୍ତି ଯେ, ବରୀବାସୀ ମୋ…

ଚେକିଂ ବେଳେ ଧରାପଡ଼ିଲା ୭ଲକ୍ଷ ୫୦ ହଜାର ଟଙ୍କା

ଚେକିଂ ବେଳେ ଧରାପଡ଼ିଲା ୭ଲକ୍ଷ ୫୦ ହଜାର ଟଙ୍କା ବରଗଡ଼: ନିର୍ବାଚନ ସମୟରେ ଚେକିଂ ଓ ବ୍ଲକିଂକୁ ଜୋରଦାର କରିଛି ପୋଲିସ। ରାଜ୍ୟର ସମସ୍ତ ଜିଲ୍ଲାରେ ଓ ଜିଲ୍ଲାର ସିମାରେ କଡ଼ାକଡ଼ା କରାଯାଇଛି ଗାଡ଼ି ଯାଞ୍ଚ। ଗତକାଲି ବିଳମ୍ବିତ ରାତିରେ ବରଗଡ଼ରେ…

ନାମାଙ୍କନ ଦାଖଲ କଲେ ଜୁଏଲ ଓରାମ

ନାମାଙ୍କନ ଦାଖଲ କଲେ ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ବିଜେପିର ଭେଟରାନ ଆଦିବାସୀ ନେତା ଜୁଏଲ ଓରାମ । ତାଙ୍କ ସହ ଦଳର ବିଧାନସଭା ପ୍ରାର୍ଥୀ ସୁନ୍ଦରଗଡ଼ର କୁସୁମ ଟେଟେ, ତଳସରାର ଭବାନୀ ଭୋଇ ଓ ରାଜଗାଙ୍ଗପୁରର ନରସିଂହ ମିଞ୍ଜ ପ୍ରାର୍ଥୀପତ୍ର…

ନିର୍ବାଚନ ଲଢ଼ିବେନି ସୌମ୍ୟରଞ୍ଜନ ପଟ୍ଟନାୟକ!

ଆଜି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା ହେଉଥିଲା। ତେବେ ସେମିତି କିଛି ହୋଇନାହିଁ। ଗତକାଲି ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଥିଲେ…