Tag: Odisha

୩ ଲକ୍ଷରୁ ଉର୍ଦ୍ଧ୍ୱ ଭୂତ ଖାଉଥିଲେ ରାସନ ଚାଉଳ

ବିଧାନସଭା ଗୃହରେ ଉଠିଲା ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରା ଆଜି ପର୍ଯ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ପଚାରିଥିବା ପ୍ରଶ୍ନର ଲିଖିତ ଉତ୍ତରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହୋହାଲ୍ଲା; ୪ ଯାଏଁ ଗୃହ ମୁଲତବି

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ଦେଖାଦେଇଛି ଗୃହରେ ହଟ୍ଟଗୋଳ । ଗୃହରେ ମିଶନଶକ୍ତିର ଗୈରୀକରଣକୁ ନେଇ ବିଜେଡି ଓ କଂଗ୍ରେସ ସଭ୍ୟ ନାରାବାଜି କରିଥିଲେ । ବାଚସ୍ପତିଙ୍କ ପୋଡିୟମ ତଳେ ଜୋରଦାର ପ୍ରତିବାଦ ଦେଖାଦେଇଥିଲା । ଏହା ଯୋଗୁଁ ଗୃହ ଅପରାହ୍ନ ୪ଟା…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ୫ ଗିରଫଙ୍କୁ ଗିରଫ କରୁ କରୁ ମିଳିଗଲା ଜାମିନ

କୀଟ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଏବଂ ନେପାଳୀ ଛାତ୍ର ଛାତ୍ରୀଙ୍କ ପ୍ରତି ହୋଇଥିବା ଅପବ୍ୟବହାର ଘଟଣାରେ ୫ ଗିରଫଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୨ ଜାମିନ ଦେଇଛନ୍ତି । କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ଆଜି ଅପରାହ୍ନରେ ପୋଲିସ ୩ ନିର୍ଦ୍ଦେଶକଙ୍କ…

ଏପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିନି ୨୦୨୪-୨୫ ଆର୍ଥିକ ବର୍ଷର ୧ଲକ୍ଷ ଦୁଇ ହଜାର କୋଟି ଟଙ୍କାର ପାଣ୍ଠି

ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟରେ ହୋଇଥିବା ବ୍ୟୟବରାଦ ଓ ପାଣ୍ଠି ଖର୍ଚ୍ଚକୁ ନେଇ ଆସିଲା ଚିନ୍ତାଜନକ ତଥ୍ୟ । ଏପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିନି ୨୦୨୪-୨୫ ଆର୍ଥିକ ବର୍ଷର ୧ଲକ୍ଷ ୧ହଜାର ୨୭୩ କୋଟି ଟଙ୍କା । ଆଜି ବିଧାନସଭା ଗୃହରେ…

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ରାଜ୍ୟ ସରକାର । ଅଧିକ ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । କିଟ୍ କେଳେଙ୍କାରୀର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ଏହି…

ଭାଇରାଲ ହେଉଛି ହାତଲେଖା ଚିଠି; ଇସ୍ତଫା ଦେଲେ କି ବିଷ୍ଣୁପଦ ସେଠୀ!

ଆଇଏସ ପଦରୁ ଇସ୍ତଫା ଦେଲେ କି ବିଷ୍ଣୁପଦ ସେଠୀ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ତାଙ୍କ ହାତଲେଖା ଚିଠି । ଯେଉଁଥିରେ ସେ ମୁଖ୍ୟ ଶାସନ ସଚିବଙ୍କୁ ନିଜର ଇସ୍ତଫା ପଠାଇଥିବା ଲେଖା ହୋଇଛି । ଇସ୍ତଫା ପତ୍ରରେ ଲେଖା ଅଛି…

କଂଗ୍ରେସର ସଂକଳ୍ପ ପଦଯାତ୍ରା ସମୟରେ ଭକ୍ତ ଦାସ ଆହତ

ଆଜିଠୁ କଂଗ୍ରେସର ତିନି ଦିନିଆ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି । ଏହି ସଂକଳ୍ପ ପଦଯାତ୍ରା ମଙ୍ଗଳବାର ସକାଳ ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଲିଙ୍ଗିପୁର ଅଭିମୁଖେ ଯାଇଥାନ୍ତା । ହେଲେ ଏୟାରପୋର୍ଟରୁ ରାଲି ବାହାରି ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ…

ରାଜ୍ୟରେ ୨୩୮୦ ଗାଁକୁ ନାହିଁ ଏବେବି ଗମନାଗମନର ସୁବିଧା

ଆଜି ବିଧାନସଭା ଗୃହରେ ଉଠିଲା ଗମନାଗମନର ଅସୁବିଧାର ପ୍ରସଙ୍ଗ । ବାଙ୍ଗିରିପୋଷି ବିଧାୟିକା ସଞ୍ଜଳୀ ମୁର୍ମୁ ପଚାରିଥିବା ପ୍ରଶ୍ନରେ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବି ନାଏକଙ୍କ ଅନୁପସ୍ଥିତିରେ ତାଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଲିଖିତ ଉତ୍ତରରେ…

ଆଜି ଠାରୁ ଆରମ୍ଭ +୨ ପରୀକ୍ଷା

ଆଜି ଠାରୁ ଆରମ୍ଭ ଯୁକ୍ତ ୨ର ପରୀକ୍ଷା । ଏହି ପରୀକ୍ଷା ଆଜି ଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧ଟାରେ ସରିବ। ପରୀକ୍ଷାର ସୁପରିଚାଳନା ପାଇଁ…

କିଟ ଛାତ୍ରୀ ଆତ୍ମହତ୍ୟା: ନେପାଳ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ; ଏବିଭିପିର ବିକ୍ଷୋଭ

ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ବିଟେକ୍ ତୃତୀୟ ବର୍ଷର ଛାତ୍ରୀ ଙ୍କ ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ନେପାଳ ସରକାର ଚିନ୍ତା ପ୍ରକଟ କରିଛନ୍ତି । ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏକ ବିବୃତ୍ତିରେ କହିଛନ୍ତି ଯେ…