ରାଜ୍ୟ କଟକରେ ଦ୍ଵିତୀୟ କୋଭିଡ୍ ଆକ୍ରାନ୍ତ ଚିହ୍ନଟ May 30, 2025 Nirvay ଭୁବନେଶ୍ୱର ପରେ କଟକରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିବା…
ରାଜ୍ୟ ବଲାଙ୍ଗିରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ନିଜ ଆଡୁ ଡିଜିପିଙ୍କୁ ନୋଟିସ୍ କଲେ NHRC May 30, 2025 Nirvay ବଲାଙ୍ଗିରରେ ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ ନିଜ ଆଡୁ ମାମଲା ଗ୍ରହଣ କରି ନୋଟିସ୍ କଲେ NHRC । ମାମଲା ଗ୍ରହଣ ସହ ଡିଜିପିଙ୍କୁ ନୋଟିସ୍ କଲେ NHRC । ୨ ସପ୍ତାହ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ…
ତାଜା ଖବର ରାଜ୍ୟ କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ May 30, 2025 Papirani ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧ ପାଉଥିବା ବେଳେ ଓଡ଼ିଶାକୁ ଫେରିଛି କରୋନା । ଏଯାବତ ୫ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଆକ୍ରାନ୍ତଙ୍କୁ ମିଶାଇ ୬ଜଣ…
ରାଜ୍ୟ କଟକ-ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା May 29, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର…
ରାଜନୀତି ରାଜ୍ୟ ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି May 29, 2025 Nirvay ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…
ରାଜ୍ୟ ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି ଡାଇରେକ୍ଟର May 29, 2025 Nirvay ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି କଲେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଶାଖା ସିବିଆଇ ହାତରେ ଧରାପଡ଼ିଲେ । ସୂଚନା ଅନୁଯାୟୀ ୨୦୧୩ ବ୍ୟାଚର IRS ଅଫିସର ଚିନ୍ତନ…
ରାଜ୍ୟ ଗଜପତିରେ ଆଉ ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ May 29, 2025 Nirvay ହୋମଗାର୍ଡ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି । ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଆଉ ଜଣେ ଆଶାୟୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ପାଡ଼ାଲ । ଶାରୀରିକ…
ତାଜା ଖବର ରାଜ୍ୟ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫; ଯୋଗ ଦେଲେ ୨୫ଟି ରାଜ୍ୟର ଲକ୍ଷପତି ଦିଦି May 29, 2025 Papirani ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ…
ତାଜା ଖବର ରାଜ୍ୟ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ May 29, 2025 Papirani ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା…
ତାଜା ଖବର ରାଜ୍ୟ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 29, 2025 Papirani ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ…