ତାଜା ଖବର ରାଜ୍ୟ ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 29, 2025 Papirani ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…
ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା May 28, 2025 Nirvay କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ…
ରାଜ୍ୟ ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ May 28, 2025 Nirvay ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…
ତାଜା ଖବର ରାଜ୍ୟ ସୁନ୍ଦରଗଡ଼ରେ ଲଜ୍ଜା: ୧୪ବର୍ଷର ନାବାଳିକାକୁ ଅପହରଣ କରି ଜଙ୍ଗଲରେ ଦୁଷ୍କର୍ମ May 28, 2025 Papirani ସୁନ୍ଦରଗଡରେ ପୁଣି ଲଜ୍ଜାଜନକ ଘଟଣା ଘଟିଛି । ୧୪ବର୍ଷର ନାବାଳିକାକୁ ଅପହରଣ କରି ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୫ ତାରିଖ ରାତି ୧୦ଟା ସମୟରେ ବାଇକରେ ଅପହରଣ କରି କୁଆଁରମୁଣ୍ଡା ନିକଟସ୍ଥ ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା…
ତାଜା ଖବର ରାଜ୍ୟ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ May 28, 2025 Papirani ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ସାଧାରଣତଃ ଜୁନରେ ମୌସୁମୀ ଓଡ଼ିଶା ଛୁଇଁଥାଏ । ଦୀର୍ଘ…
ତାଜା ଖବର ରାଜ୍ୟ ରାଜ୍ୟରେ ଚିହ୍ନଟ ହେଲେ ୫ ଜଣ କୋଭିଡ୍ ଆକ୍ରାନ୍ତ May 28, 2025 Papirani ଦିନକୁ ଦିନ ରାଜ୍ୟରେ ବଢ଼ିବାକୁ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ଯରେ ୪ ଜଣ ପୁରୁଷ ଓ ଜଣେ…
ତାଜା ଖବର ରାଜ୍ୟ ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ବିସ୍ଫୋରଣର ଘଟଣା: ମଧ୍ୟାହ୍ନ ପରେ ଆସିବ ଫଇସଲା May 28, 2025 Papirani ଦୀର୍ଘ ସାତ ବର୍ଷ ପରେ ଆଜି ପାର୍ସଲ ବୋମା ବିସ୍ଫୋରଣର ଶୁଣାଣି କରିବେ ପାଟଣାଗଡ଼ ଏଡିଜେ କୋର୍ଟ। ବହୁଚର୍ଚ୍ଚିତ ବଲଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆଜି ଆସିବ ରାୟ । ଏହି ଘଟଣାରେ ଅଭିଯୁକ୍ତକୁ ମଧ୍ୟ ଗିରଫ…
ଦେଶ ରାଜ୍ୟ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର May 27, 2025 Nirvay ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)ର ସଦସ୍ୟ…
ରାଜ୍ୟ ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ May 27, 2025 Nirvay ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…
ଦେଶ ରାଜ୍ୟ ୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ May 27, 2025 Nirvay ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ…