ରାଜ୍ୟ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ୍ May 24, 2025 Nirvay କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ । ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା…
ରାଜନୀତି ରାଜ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ମଠ ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖାଯାଇଥିଲା: ବିଜେଡି May 24, 2025 Nirvay ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଏହି ସ୍ଥଳରେ ଥିବା ୧୯ଟି ଐତିହ୍ୟ ମଠ ଗୁଡିକର ପୁନଃବିନ୍ୟାସ ନେଇ ଗତ କାଲି ରାଜ୍ୟର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ କହିଛି, ଐତିହ୍ୟ ସ୍ୱରୂପ ବିରାଜମାନ…
ରାଜ୍ୟ କେନ୍ଦୁଝର SDJM କୋର୍ଟରେ ରାଜା ଚକ୍ରଙ୍କ ଜାମିନ୍ ଖାରଜ May 24, 2025 Nirvay ସରୁନି ରାଜା ଚକ୍ରଙ୍କ ଅଡୁଆ । କେନ୍ଦୁଝର SDJM କୋର୍ଟ ଆଜି ବିଜେଡି ନେତା ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ସଦର ଥାନାରେ ରୁଜୁ ଏକ ମାମଲାରେ ଜାମିନ୍ ଖାରଜ ହୋଇଛି । ଜାମିନ୍ ଖାରଜ ପରେ…
ଦେଶ ରାଜ୍ୟ କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଆସିଲା ସଅଳ May 24, 2025 Nirvay ଚାଷୀଙ୍କ ପାଇଁ ଖୁସି ଖବର । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଦେଇଛି । ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।…
ତାଜା ଖବର ରାଜ୍ୟ ଶିକାରୀ ଗୁଳିରେ ମୃତ ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 24, 2025 Nirvay ଶିକାରୀ ଗୁଳିରେ ମୃତ୍ୟୁ ବରଣ କରିଥିବା ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।…
ରାଜ୍ୟ ପୁରୀ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ May 23, 2025 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା…
ରାଜ୍ୟ ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି May 23, 2025 Nirvay ବଢ଼ିବ ଶ୍ରୀମନ୍ଦିରର ସୁରକ୍ଷା । ଏଣିକି ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି । ଏନେଇ ପୋଲିସ ବିଭାଗ ସହ ଆଇନ ବିଭାଗ ଆଲୋଚନା କରିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଟେକ୍ନୋଲୋଜି ଲାଗିଲେ ଡ୍ରୋନ ଉଡ଼ି ପାରିବନି…
ରାଜ୍ୟ ସ୍ୱାସ୍ଥ୍ୟ ଓଡ଼ିଶାରେ ଏବେ କୋଭିଡ୍ ଲହର ନଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ May 23, 2025 Nirvay ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେଣୁ ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ରାଜ୍ୟବାସୀ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ…
ରାଜ୍ୟ ୨୭ ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ସପ୍ତାହେ ରହିବ କାଳବୈଶାଖୀ ବର୍ଷାର ପ୍ରଭାବ May 23, 2025 Nirvay ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ୨ ଦିନ ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟର ବିଭିନ୍ନ…
ରାଜ୍ୟ ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ May 23, 2025 Nirvay ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିର, ବିଜେସ୍ଥଳୀ ଗୁଡ଼ିକୁ ପୁନଃସ୍ଥାପନ କରିବେ ରାଜ୍ୟ ସରକାର । ୧୯ଟି ମଠକୁ ପୁନଃର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଓଡିଶା ସରକାର । ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ…