ବ୍ୟବସାୟ ରାଜ୍ୟ ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ଆସିଲା ନୂଆ କୋର୍ସ May 15, 2025 Nirvay ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଜାତୀୟ ପ୍ରତିଭୂତି ବିନିମୟ ସଂସ୍ଥା (National Stock Exchange of India) ମଧ୍ୟରେ ଗୁରୁବାର ଦିନ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏ ବିଷୟରେ ରାଜ୍ୟ…
ତାଜା ଖବର ରାଜ୍ୟ ବିଡିଓ ମାନଙ୍କ ଉପରେ ପ୍ରବଳ ଅସନ୍ତୁଷ୍ଟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 15, 2025 Papirani ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ। ଭୁବନେଶ୍ୱରରେ ଅନୁଷ୍ଠିତ ଦୁଇଦିନିଆ ସିଡିଓ ଏବଂ ବିଡିଓ ସମ୍ମିଳନୀରେ ବିଡିଓଙ୍କୁ ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ଲକ୍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟରେ ସଂସ୍କାର ଆଣିବାକୁ ପରାମର୍ଶ ଦେଇ…
ତାଜା ଖବର ରାଜନୀତି ରାଜ୍ୟ ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍ May 15, 2025 Papirani ପୁଣି ଚର୍ଚ୍ଚାରେ ବିଜୁ ଜନତା ଦଳ । ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା । ବିଜେଡ଼ି ସଂଖ୍ୟା ଲଘୁ ସାଉଥ୍ ଜୋନର ସଂଯୋଜକ ପଦରୁ ଇସ୍ତଫା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ସେ ନବୀନ…
ତାଜା ଖବର ରାଜ୍ୟ ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ May 14, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…
ରାଜ୍ୟ ଶିକ୍ଷକ ବଦଳି ସୁପାରିସ କରିପାରିବେ ସାଂସଦ, ବିଧାୟକ May 13, 2025 Nirvay ମେ ୧୫ ରୁ ଜୁନ୍ ୧୫ ମଧ୍ୟରେ ଶିକ୍ଷକ ବଦଳି ପ୍ରକ୍ରିୟା ଆରମ୍ଭ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ହୋଇଛି । ସୂଚନା ଅନୁଯାୟୀ…
ରାଜ୍ୟ ଅର୍ଚ୍ଚନା ନାଗ୍ଙ୍କୁ ଷ୍ଟେଟ୍ ବାର୍ କାଉନସିଲ୍ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ May 13, 2025 Nirvay ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ । ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କୁ ଷ୍ଟେଟ୍ ବାର୍ କାଉନସିଲ୍ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସୂଚନା ଅନୁଯାୟୀ ଅର୍ଚ୍ଚନା ଓକିଲାତି ଲାଇସେନ୍ସ ପାଇଁ ଦେଇଥିବା ଆବେଦନରେ ତାଙ୍କ ନାଁରେ ଥିବା ଫୌଜଦାରୀ…
ରାଜ୍ୟ ଯାଜପୁର ଛତିଆରେ ବୋମା ବିସ୍ଫୋରଣ; ୨ ମୃତ May 13, 2025 Nirvay ଯାଜପୁର ଜିଲ୍ଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ ବୋମା ବିସ୍ଫୋରଣ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କେଉଁ ପରିସ୍ଥିତିରେ ବିସ୍ଫୋରଣ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ସୁରକ୍ଷା ପାଇଁ ଜଗିବ ବଜ୍ର ଯାନ May 12, 2025 Papirani ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍ ଭେଇକିଲ୍ । ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି ଡିଜିପି ୱାଇବି ଖୁରାନିଆ । ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ…
ତାଜା ଖବର ରାଜ୍ୟ ଆଜି ଭୁବନେଶ୍ୱରରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରି May 11, 2025 Papirani ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ। ପ୍ରବଳ ଗୁଳୁଗୁଳି ସହ ତାତିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ରାଜ୍ୟର ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଆଜି ରାଜ୍ୟରେ ରେକର୍ଡ ତାପମାତ୍ରା ଅନୁଭୂତ ହେବା ସହ…
ତାଜା ଖବର ରାଜ୍ୟ ପୁଣି ରାଜ୍ୟକୁ ଫେରିଲା ତାତି; ୩୫ ଡିଗ୍ରୀ ଟପିଲା ଝାରସୁଗୁଡ଼ା May 11, 2025 Papirani ପ୍ରଚଣ୍ତ ତାତି ଓ ଅସମ୍ଭାଳ ଗୁଳୁଗୁଳିରେ କଲବଲ ହୋଇଗଲାଣି ପୂରା ରାଜ୍ୟ। ସାଢ଼େ ୮ଟା ସୁଦ୍ଧା ୩୫.୨ ଡିଗ୍ରୀ ଟପିଛି ଝାରସୁଗୁଡା । ସେହିପରି ସମ୍ବଲପୁର ୩୪.୪ ଡିଗ୍ରୀ ହୋଇଥିବା ବେଳେ ହୀରାକୁଦ ୩୪, ବାଲେଶ୍ୱର ୩୩ ଡିଗ୍ରୀ, ପୁରୀ ୩୩.୪,…