Tag: Odisha

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…

ଆଗକୁ ଗାଁରେ ହେବ ମକ୍‌ ଡ୍ରିଲ୍‌: ସୁରେଶ ପୂଜାରୀ

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବାକୁ ଯାଉଛି ମକଡ୍ରିଲ୍‌ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାହାକୁ ନେଇ ହେବାକୁଥିବା ମକଡ୍ରିଲ୍‌ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

୧,୧୬୪ ଏକର ଜମିରେ ନିର୍ମିତ ହେବ ପୁରୀ ବିମାନ ବନ୍ଦର

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର…

ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍

ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍ । ପହଲଗାମ୍‌ ଆକ୍ରମଣ ଘଟଣା ପରେ ଆକ୍ସନରେ କେନ୍ଦ୍ର ସରକାର । ସୋମବାର ବସିଥିବା ଗୃହ ମନ୍ତ୍ରାଳୟର ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି । ଯେଉଁଥିରେ ବିଭିନ୍ନ ରାଜ୍ୟର ବିଭିନ୍ନ…

ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ବିମାନ ବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଅନୁମୋଦନ କରିଛନ୍ତି । ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ…

କୋରାପୁଟ ଛାତ୍ରାବାସରେ ଦୁଷ୍କର୍ମର ଶୀକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବାକୁ ବିଜେଡିର ଦାବି

କୋରାପୁଟ ଜିଲ୍ଲା ଲମତାପୁଟର ଗୁନେଇପଦା ଏସ୍ ଟି-ଏସ୍ ସି ବାଳିକା ଛାତ୍ରାବାସରେ ଜଣେ ନାବାଳିକା ଦୁଷ୍କର୍ମର ଶୀକାର ହୋଇଥିବା ପ୍ରସଙ୍ଗରେ ଆଜି ବିଜେଡିର ଏକ ମହିଳା ପ୍ରତିନିଧି ଦଳ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷାଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।…

ସବୁ ଖଣିଜ ଜିଲ୍ଲାର ମେଡିକାଲ କଲେଜ୍‌ରେ ହେବ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା…

ବଳକା ଦାରୁରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ ହେବା କଥା ମିଛ ବୋଲି କହିଛନ୍ତି ଆଇନମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।…

୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି

ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ (OSSC) ସୋମବାର ଏପ୍ରିଲ ୨୭ ତାରିଖରେ ଅନୁଷ୍ଠିତ ହୋଇଥିବା କମ୍ବାଇନ୍ ନିଯୁକ୍ତି ପରୀକ୍ଷା (CRE)କୁ ବାତିଲ କରିଛି । ବିଭିନ୍ନ ବର୍ଗର SI ପାଇଁ…

ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ

ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ । ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରି ଏହାକୁ ଜଗନ୍ନାଥ ଧାମ ନାମିତ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ଏହାରି ଭିତରେ…