Tag: Odisha

ପ୍ରଭାସିନୀ ବେହେରା ଓ ଦେବୀ ଶବରଙ୍କୁ ମିଳିଲା ୧୦ଲକ୍ଷ ଟଙ୍କା ଲେଖାଏ ସହାୟତା; ମୁଖ୍ୟମନ୍ତ୍ରୀଙ୍କୁ ଉଭୟ ଜଣାଇଲେ କୃତଜ୍ଞତା

କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବର। ଉଭୟଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ; ଆଜିଠାରୁ ମେ’ ୫ ତାରିଖ ଯାଏଁ ଚାଲିବ ସର୍ଭେ

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ । ଅଧା ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ । କେଉଁ କାରଣରୁ ଅଧାରୁ ପାଠ ପଢ଼ା ଛାଡ଼ିଲେ? ତାର କାରଣ ଖୋଜିବେ ଶିକ୍ଷକ । ଘରକୁ ଘର ବୁଲି ସର୍ଭେ…

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା…

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ଆକ୍ଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ପତ୍ତି ଆଟାଚ୍ କରିଛି । ଜବତ ହୋଇଥିବା…

ପହଲଗାମ୍ ଆକ୍ରମଣ ଘଟଣା: କଟକରେ ରଞ୍ଜିତ ଭୋଳଙ୍କ ଘରେ ଏନଆଇଏ ଟିମ୍

କଟକରେ ପହଞ୍ଚିଛି ନ୍ୟାସନାଲ ଇଭେଷ୍ଟିଗେସନ୍ ଏଜେନ୍ସି (NIA) ଟିମ୍ । ପହଲଗାମରୁ ସୁରକ୍ଷିତ ଭାବେ ଫେରିଥିବା ରଞ୍ଜିତ ଭୋଳଙ୍କ ପରିବାରକୁ ପଚରାଉଚୁରା କରିଛି ଟିମ୍ । ପହଲଗାମ୍ ଆତଙ୍କୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ କଟକ ଦେଉଳ ସାହିର ରଞ୍ଜିତ ଭୋଳଙ୍କ…

ଆୟୁଷ୍ମାନରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ଘରୋଇ ହସ୍ପିଟାଲଗୁଡ଼ିକୁ ତାଗିଦ୍‌ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ…

ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା ।ଶିଶୁ ବାଟିକା, ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ । ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ…

ଓଡ଼ିଶାରୁ ୩ ଜଣଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର

ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଓଡ଼ିଶାରୁ ୩ ଜଣ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ସେମାନେ ହେଲେ ଅଦ୍ୱେତ ଚରଣ ଗଡ଼ନାୟକ (କଳା), ପ୍ରଫେସର (ଡ.…

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…

ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଉପରେ ଆକ୍ରମଣ

ପୁରୀ ଜିଲ୍ଲା, ମଙ୍ଗଳପୁର ପଞ୍ଚାୟତ ଅନ୍ତର୍ଗତ ବରଜୁପାଟଣା ଗାଁରେ ଆୟୁଷ୍ମାନ କାର୍ଡ ବଣ୍ଟନ ପାଇଁ ଯାଇଥିବା ବେଳେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ଜଣେ ଦୁର୍ବୁତ୍ତ ଆକ୍ରମଣ କରିଛି । ସୂଚନା ଅନୁଯାୟୀ, ବିଧାୟକ ଗାଡ଼ିରୁ ଓହ୍ଲାଇ ଯାଇଥିବା…