Tag: Odisha

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…

ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ମହିଳାଙ୍କ ମୃତ୍ୟୁ

ଭଦ୍ରକ ଜିଲ୍ଲା ହସ୍ପିଟାଲରେ ଘଟିଛି ଅଭାବନୀୟ ଘଟଣା । ହସ୍ପିଟାଲରେ ଥିବା ଲିଫ୍ଟରେ ଚାପି ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଏ ଘଟଣା ପରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ…

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (OHPC) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…

ରାଜ୍ୟରେ ଗଠନ ହେବ ୨୦ ନୂଆ ଏନଏସି

ରାଜ୍ୟରେ ଆଉ ୨୦ଟି ନୂଆ ଏନଏସି ଗଠନ ହେବା ନେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଘୋଷଣା କରିଛନ୍ତି । ଏହି ସମ୍ବନ୍ଧୀୟ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ନଗର ଉନ୍ନୟନ ବିଭାଗ ପଠାଇଛି ।…

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

ପୂର୍ତ୍ତ ବିଭାଗର ବିଭାଗର “ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ…

ରାଜ୍ୟ କ୍ୟାବିନେଟ୍‌ରେ ୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଦୀର୍ଘ ଅଢେଇ ଘଣ୍ଟା ଧରି…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ…

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…

ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା

କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…