Tag: Odisha

ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା

କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…

କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…

କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…

ଡେଲାଙ୍ଗ ନାବାଳକ ହତ୍ୟାକାଣ୍ଡ ଘଟଣା; ହତ୍ୟା ପୂର୍ବରୁ ଦିଆଯାଇଥିଲା ଯୌନ ନିର୍ଯାତନା: ଏସ୍‌ପି

ଡେଲାଙ୍ଗ ରତନପୁର ନାବାଳକ ବର୍ବର ହତ୍ୟାକାଣ୍ଡକି ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ପିଲାକୁ ହତ୍ୟା ପୂର୍ବରୁ ଯୌନ ନିର୍ଯାତନା ଦିଆଯାଇଛି । ପ୍ରଭାକର ସାହୁ ଏକମାତ୍ର ଅଭିଯୁକ୍ତ ବୋଲି ଜଣାପଡ଼ିଛି…

ଆସନ୍ତା ଦୁଇ ଦିନରେ ହୋଇପାରେ ସ୍କୁଲ ଛୁଟି; ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ

ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେଉଛି । ଅସହ୍ୟ ଗରମ ଓ ଗୁଳୁଗୁଳିକୁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଏହା ସହ ରାଜ୍ୟର ବିଭିନ୍ନ ସହର ତାପାମାତ୍ରା ୪୦ ଡିଗ୍ରୀ ପାର ହୋଇଗଲାଣି । ଏହାକୁ ଦୃଷ୍ଟିରେ ରଖି…

୨୪ରେ ନୂଆ ରାସନ କାର୍ଡ ବଣ୍ଟନ

ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ ବଣ୍ଟନ । ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ପଞ୍ଚାୟତିରାଜ ଦିବସ…

ରାଜ୍ୟରେ ହେବନି ବିଦ୍ୟୁତ କାଟ; ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସେ କହିଛନ୍ତି ଯେ, ବକେୟା ବିଲ୍ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ…

ପିସିଆର୍‌ ଭ୍ୟାନ୍‌କୁ ହାଇଓ୍ୱା ଧକ୍କା ଦେବା ଘଟଣା: ମୃତ ୨ ପୋଲିସ କର୍ମଚାରୀଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ଗତିରାଉତପାଟଣା ନିକଟରେ ପିସିଆର୍‌ ଭ୍ୟାନ୍‌କୁ ଧକ୍କା ଦେଲା ହାଇଓ୍ୱା। ଯେଉଁଥିରେ ଦୁଇ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥିରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା…

ବିଜେଡି ସରକାରକୁ କିଛି ଜଣ ଷଡ଼ଯନ୍ତ୍ର କରି ବିଦା କରିଛନ୍ତି, ସେମାନଙ୍କ ହାତରେ ଏବେ ଦଳ ଅଛି: ଅମରେଶ ଜେନା

ଦିନକୁ ଦିନ ବଢ଼ିବାରେ ଲାଗିଛି ବିଜେଡି ଦଳ ଭିତର କଳି । ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରୁ କର୍ପୋରେଟର୍ ଅମରେଶ ଜେନାଙ୍କୁ ବାଦ ଦିଆଯିବା ପରେ ପୁଣି ଦଳରେ ଦେଖାଯାଇଛି ବିଶୃଙ୍ଖଳା । ଏହାରି ମଧ୍ୟରେ ଅମରେଶ ଜେନାଙ୍କ ବିସ୍ଫୋରକ ବୟାନ ସାମ୍ନାକୁ…