Tag: Odisha

ଏ ସପ୍ତାହରେ ୬୦ ବିଧାନସଭା ପ୍ରାର୍ଥୀ ଘୋଷଣା କରିବ ବିଜେଡି

ମିଳିଥିବା ବିଶ୍ୱସ୍ତ ସୂତ୍ର ଅନୁସାରେ ଶାସକ ବିଜୁ ଜନତା ଦଳ ପାଖାପାଖି ୬୦ ବିଧାନସଭା ଆସନ ପାଇଁ ଆସନ୍ତା ଶନିବାର କିମ୍ବା ରବିବାର ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ। ଏ ବାବଦରେ ଅଧିକାଂଶ ଆସନରେ ପ୍ରାର୍ଥୀ ଚୂଡାନ୍ତ ସହ ଆଶାୟୀ ମାନଙ୍କ…

ବିଜେଡି-ବିଜେପିର ଓଡ଼ିଶାରେ ବୈବାହିକ ମେଣ୍ଟ – ଅଜୟ କୁମାର

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ନେଇ କଟାକ୍ଷ କଲେ ଓଡ଼ିଶା ପିସିସି ପ୍ରଭାରୀ ଡ. ଅଜୟ କୁମାର । ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ ଜରିଆରେ ସେ କହିଛନ୍ତି ଯେ ଦୁଇ ଦଳ ମଧ୍ୟରେ ବୈବାହିକ ମେଣ୍ଟ ପ୍ରକ୍ରିୟା…

ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ନିର୍ଭୟର ଆକଳନ ସତ୍ୟ ହେଲା । ସମସ୍ତ କଳ୍ପନା ଜଳ୍ପନା ର ଅନ୍ତ ଘଟିଲା । କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ବିଜେପି ର ରାଜ୍ୟ ସଭା ପ୍ରାର୍ଥୀ । ଯଦିଓ ଓଡ଼ିଶାରେ ବିଜେପିର ସଂଖ୍ୟା ନାହିଁ,…

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି

ମମତା ଯୋଜନା ସହାୟତା ରାଶି ୨ ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ…

ଘରୋଇ ଉପଭୋକ୍ତାଙ୍କ ବିଜୁଳି ଦର ହ୍ରାସ

ନିର୍ବାଚନ ପୂର୍ବରୁ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିଛି । ବିପିଏଲ୍‌ ଉପଭୋକ୍ତାଙ୍କ ପାଇଁ ମାସିକ…

ଓଡ଼ିଶାରୁ ତୃତୀୟ ରାଜ୍ୟ ସଭା ଆସନର ପ୍ରାର୍ଥୀ ହେବେ ଅଶ୍ବିନୀ ବୈଷ୍ଣବ!

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହେବେ । ପୂର୍ବରୁ ବିଜୁ ଜନତା ଦଳ ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ତୃତୀୟ…

ରାଜ୍ୟସଭା ନିର୍ବାଚନ: ଦେବାଶିଷ ଓ ଶୁଭାଶିଷଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମାଙ୍କନ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ କଲେ ଦୁଇ ନେତା। ନାମାଙ୍କନ ଦାଖଲ କରିବା ସମୟରେ ଉପସ୍ଥିତ ଥିଲେ ବିଜେଡିର ବରିଷ୍ଠ ନେତା ଓ ମନ୍ତ୍ରୀ।ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ: କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ…

ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡ଼ି ହୋତା। ସେ ଶେଷ ସମୟ ପର୍ଯ୍ୟନ୍ତ…

ଓଡ଼ିଶାରେ ଆରମ୍ଭ ହେଲା କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା

ରାଉରକେଲା : ଆଜି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଓଡ଼ିଶାରେ ପ୍ରବେଶ କରିଛି। ସନ୍ଧ୍ୟା ୫ଟାରେ ରାହୁଲ ଗାନ୍ଧୀ ଝାରଖଣ୍ଡରୁ ଆସି ବିରମିତ୍ରପୁରରେ ପହଞ୍ଚିଛନ୍ତି। ତାଙ୍କୁ ସେଠାରେ ଦଳ ପକ୍ଷରୁ ବିପୁଳ ସ୍ୱାଗତ କରାଯାଇଛି। ବିରମିତ୍ରପୁରର ସୀମାନ୍ତରେ କଂଗ୍ରେସ ଦଳର…