Tag: Odisha

ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ଘଟିଛି । କିଛି ଦିନ ଧରି ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଦୀର୍ଘ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ବୀର ବିକ୍ରମ ଯାଦବ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ।ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ ସେ ନିଯୁକ୍ତ ହୋଇଛନ୍ତି । ୧୯୯୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ବୀର ବିକ୍ରମ ଖାଦ୍ୟ…

ଦୁର୍ଘଟଣା ଓ ପାଣିରେ ବୁଡ଼ି ୩ ଜଣ ପ୍ରାଣ ହରାଇଥିବା ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ନବମ ଶ୍ରେଣୀ ଛାତ୍ର ଏବଂ କେନ୍ଦୁଝର ବୈତରଣୀ କେଶରୀ କୁଣ୍ଡଠାରେ ୨ ଜଣ ଛାତ୍ର ପାଣିରେ ବୁଡ଼ି ପ୍ରାଣ ହରାଇଥିବା ବିଷୟରେ ଜାଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମୋହନ ।…

ପୁରୀ ଚନ୍ଦନ ଯାତ୍ରାରେ ବାଣ ମନା; ରହିବ ଇନ୍‌ସୁରାନ୍ସ ବ୍ୟବସ୍ଥା

ପୁରୀ ଚନ୍ଦନ ଯାତ୍ରା ବେଳେ ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ । ଏହାସହିତ ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସୁରାନ୍ସ ବ୍ୟବସ୍ଥା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଚନ୍ଦନ ଯାତ୍ରା ନୀତି…

ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବ୍ୟାନ

ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବ୍ୟାନ । ଏ ନେଇ ଆଜି ଯାତ୍ରା ମାଲିକ ସଂଘ ଉପସଭାପତି ତଥା ରାଜଧାନୀ ଯାତ୍ରା ପାର୍ଟି ମାଲିକ ପବିତ୍ର ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ନରି ପଣ୍ଡା ଓ ପ୍ରତାପ…

ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ନୂଆ ରାସନ କାର୍ଡ

ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରଙ୍ଗୀନ ରାସନ କାର୍ଡ। ନୂଆ ରାସନ କାର୍ଡ ବଣ୍ଟନ ନେଇ ଘୋଷଣା କଲେ ସରକାର । ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । କାର୍ଡ ଲାମିନେସନ ଓ ପ୍ରିଣ୍ଟ କରି ରଖିବାକୁ…

ଆସନ୍ତା ମାସେ ଭିତରେ ସରିବ ରତ୍ନଭଣ୍ଡାର ମରାମତି କାମ: ଜଷ୍ଟିସ ବିଶ୍ବନାଥ ରଥ

ଆସନ୍ତା ମାସେ ଭିତରେ ସରିବ ରତ୍ନଭଣ୍ଡାର ମରାମତି କାମ । ଭିତର ରତ୍ନଭଣ୍ଡାର ମରାମତି ପ୍ରାୟ ଶେଷ ହୋଇଥିବାବେଳେ ବାହାର ରତ୍ନଭଣ୍ଡାର ମରାମତି ଚାଲୁଛି। ଏନେଇ ପ୍ରତିକ୍ରିୟା ରଖିଲେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ। ସେ କହିଛନ୍ତି ମରାମତି…

ରାଜ୍ୟରେ କାଳବୈଶାଖୀ; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ । ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ଦୁଇ ଦିନ କାଳବୈଶାଖୀ ଲାଗି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ସହ କାଳବୈଶାଖୀ ବର୍ଷା…

ଡବଲ୍‍ ଇଞ୍ଜିନ ସରକାରର ଡବଲ କମାଲ୍‍, ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଲେ, କେନ୍ଦ୍ରମନ୍ତ୍ରୀ ଗଡକରୀ ମଞ୍ଜୁର କଲେ

ଡବଲ ଇଞ୍ଜିନ ସରକାରର ଡବଲ କମାଲ । ଆଜି ଓଡ଼ିଶାରେ ବିଭିନ୍ନ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଡବଲ ଇଞ୍ଜିନ ସରକାରର କାର୍ଯ୍ୟଶୈଳୀର ପ୍ରଭାବ ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀ ବାରମ୍ୱାର କହିଛନ୍ତି ଯେ,…

କୋରାପୁଟ ସରକାରୀ କଲେଜର ନାମ ବଦଳି ହେଲା ସରକାରୀ ଡିଏଭି କଲେଜ, କୋରାପୁଟ

କୋରାପୁଟ ସରକାରୀ କଲେଜର ନାମ ବଦଳି ହେଲା ସରକାରୀ ଡିଏଭି କଲେଜ, କୋରାପୁଟ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଛି । ୧୯୬୮ ମସିହାରେ ଦୟାନନ୍ଦ ଆଂଗ୍ଲୋ-ବୈଦିକ ମହାବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ କୋରାପୁଟର ଶିକ୍ଷା ବିକାଶ…