Tag: Odisha

ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର

ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍‌ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ

ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ତିନି ପ୍ରମୁଖ ଦଳ ସେମାନଙ୍କ ରଣନୀତି ସେତିକି ଶାଣିତ କରୁଛନ୍ତି। ବିଜେଡି ବିଜେପି ପରେ ଆଜି ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ। ତାଲିକାରେ କଂଗ୍ରେସ ଅଧ୍ୟକ୍ଷ…

ମେ ୧୦, ୧୧ ରେ ମୋଦିଙ୍କର ଭୁବନେଶ୍ୱର ଓ ବଲାଙ୍ଗୀର କାର୍ଯ୍ୟକ୍ରମ

ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍…

ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

କୋରାପୁଟରେ ଆଜି ମାରାଥନ୍ ପ୍ରଚାର ସମୟରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ମିଛ…

ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟ ଓଏମପି ପଡିଆରେ ହେଲିକପ୍ଟରରେ ଯାଇ ଅବତରରଣ କରିବା ପରେ ଜୟପୁରରେ ପହଞ୍ଚି ଜନସଭାରେ ଯୋଗ ଦେଇଛନ୍ତି । ଏଠାରେ ବିରାଟ ଜନସମାବେଶକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ…

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ ।

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି । ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି । ଅସନ…

ଭୁବନେଶ୍ୱର ଉପକଣ୍ଠରେ ମେ ୬ ରେ ଖୋଲିବ ୱାଣ୍ଡରଲା ଆମ୍ୟୁଜମେଣ୍ଟ ପାର୍କ

ରାଜ୍ୟବାସୀଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବ ୱାଣ୍ଡରଲା ଆମ୍ୟୁଜମେଣ୍ଟ ପାର୍କ। ଆଉ ଦୁଇଦିନ ପରେ ଅର୍ଥାତ୍ ମଇ ୬ ତାରିଖରେ ଭୁବନେଶ୍ୱର ଉପକଣ୍ଠରେ ଖୋଲିବାକୁ ଯାଉଛି ମନୋରଞ୍ଜନ ପାର୍କ। ସବୁ ବର୍ଗର ଲୋକଙ୍କ ମନୋରଞ୍ଜନ ପାଇଁ ଏଠାରେ ବ୍ୟବସ୍ଥା ରହିଛି। ଏହି ପାର୍କରେ…

ଟିକେଟ୍ ଫେରାଇଲେ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି

ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇଥିବା ସୂଚନା ରହିଛି । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ଦଳ ଫଣ୍ଡିଂ ନ ଦେବାରୁ…

ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଚାର କରିବେ ନବୀନ

ଆଜି ଦକ୍ଷିଣ ଓଡ଼ିଶାରେ ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କୋରାପୁଟ ଗସ୍ତ ସହ ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ମଧ୍ୟ ପ୍ରଚାର କରିବେ। ଏଥି ପାଇଁ ଜୋରଦାର ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା…

ଘସିପୁରାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ । କିଛିଦିନ ତଳେ ବିଜେପିରୁ ଘଷିପୁରା ପାଇଁ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। କିନ୍ତୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ…