Tag: Odisha

ଓଡ଼ିଶାର ୨ ଟି ରେଳ ପ୍ରକଳ୍ପ ସମେତ ୪ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି, ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି, ଯାହାର ମୋଟ ମୂଲ୍ୟ ପ୍ରାୟ ୧୮, ୬୫୮ କୋଟି ଟଙ୍କା । ତିନୋଟି ରାଜ୍ୟ – ମହାରାଷ୍ଟ୍ର, ଓଡ଼ିଶା ଏବଂ…

ଆସନ୍ତା ୧୧ରେ ରାଜ୍ୟରେ ହେବ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଆସନ୍ତା ୧୧ରେ ରାଜ୍ୟରେ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି ନଡ୍ଡା । ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା…

ଏପ୍ରିଲ ୧୦ ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଆସନ୍ତା ଏପ୍ରିଲ ୧୦ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ…

କେନ୍ଦ୍ର କ୍ୟାବିନେଟ୍ ଦ୍ଵାରା ଓଡ଼ିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ । ଓଡିଶାର ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ…

ଜଗତସିଂହପୁର ଜିଲ୍ଲା ହେବ ରାଜ୍ୟ ବିକାଶର ଏକ ନମ୍ବର ଗ୍ରୋଥ ଇଞ୍ଜିନ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଗତସିଂହପୁର ଜିଲ୍ଲା ମହୋତ୍ସବ କଲ୍ଲୋଳ ୨୦୨୫ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜଗତସିଂହପୁର ଜିଲ୍ଲା ଓଡିଶା ସରକାରଙ୍କ ସମୃଦ୍ଧ ଓଡ଼ିଶାର ଜୟ ଯାତ୍ରାରେ ଗ୍ରୋଥ ଇଞ୍ଜିନ ଭାବେ କାର୍ଯ୍ୟ କରିବ ବୋଲି କହିଛନ୍ତି…

ଗଡ଼ିଲା ଆଉ ୪୦ଟି ନୂତନ ଇ-ବସ୍‌; ଓଡ଼ିଶାକୁ ୪୦୦ ଇ-ବସ୍ ଯୋଗାଇବେ କେନ୍ଦ୍ର ସରକାର

ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍‌ ସେବାକୁ ତ୍ୱରାନ୍ୱିତ କରୁଛନ୍ତି ରାଜ୍ୟ ସରକାର । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି…

୬ ମାସ ବଦଳରେ ୩ ମାସରେ ଟିକସଦାତା ଖିଲାପକାରୀ ତାଲିକା ଆଣିବ ବିଏମ୍‌ସି

ଟିକସଦାତାଙ୍କୁ ସାବାଡ଼ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବଡ଼ ନିଷ୍ପତ୍ତି । ଏଣିକି ୬ ମାସ ବଦଳରେ ୩ ମାସରେ ଖିଲାପକାରୀ ତାଲିକା ଆସିବ । ୬ ମାସରେ ଥରେ ଲିଷ୍ଟ ଆସୁଥିବାରୁ ବଡ଼ ଟିକସଦାତା ପୈଠ କରିପାରୁ…

ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯାଇ ହଳଦୀପଦାଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପଗୁଡିକର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଅଞ୍ଚଳର ଦୁଇଟି ସ୍ଥାନରେ ୧୪ ଟି ଶିଳ୍ପପ୍ରକଳ୍ପର…

କିଛି ଘଣ୍ଟା ଭିତରେ ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଆଗାମୀ କିଛି ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ସତର୍କ…

ୱାକଫ୍ ବିଲ୍ କୁ ବିଜେଡି ସାଂସଦ ମୁନା ଖାନ୍‌ଙ୍କ ବିରୋଧ

ରାଜ୍ୟସଭାରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ତଥା ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜୁଜି ବିବାଦୀୟ ୱାକଫ ସଂଶୋଧିତ ବିଲ୍ ୨୦୨୫ କୁ ଉପସ୍ଥାପନ କରିଛନ୍ତି । ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ କରିଛି । ଗୃହରେ…