Tag: Odisha

ଏଫ୍ଏମ୍ ଛାତ୍ରୀ ଆତ୍ମାହୁତି ମାମଲା: ତଦନ୍ତରୁ ଅନ୍ତର ହେଲେ ଏସ୍‌. ସାଇନି

ଏଫ୍ଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାରୁ ତଦନ୍ତରୁ ଅନ୍ତର ହେଲେ ଏସ୍‌. ସାଇନି । ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଆଇଜି ଏସ୍. ସାଇନିକୁ ହଟାଇ…

ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ବିଜେଡିର ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ

ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ। ପୁରୀରେ ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ ଅଭିଯୁକ୍ତଙ୍କୁ ଧରିବା ଦାବିରେ ବିଜେଡିର ହରତାଳ। ଗାଡ଼ି, ମୋଟର, ଦୋକାନ ବଜାର ବନ୍ଦ କଲେ ବିଜେଡି କର୍ମୀ। ସକାଳ ୬ ଟାରୁ ଦିନ ୧୨…

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଆଖି ବୁଜିଲେ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ପୂର୍ବତନ ଓଡ଼ିଶାର ମନ୍ତ୍ରୀ, ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଏବଂ ତିନିଥର ବିଧାୟକ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ହୋଇଛି । ହୃଦଜନିତ ସମସ୍ୟା ଯୋଗୁ ଡାକ୍ତରଖାନାରେ…

ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ

ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି

ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…

ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି

ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଜନତା ଦଳ ଦୃଢ଼ ସମାଲୋଚନା କରିଛି । ବିଜୁ ଜନତା…

ଖୁବଶୀଘ୍ର ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର

ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର । ପ୍ରଥମେ ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର…

ଯୁବକଙ୍କୁ ଥାନାରେ ଥାର୍ଡ ଡିଗ୍ରୀ; ପୋଲିସ ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଇଥିବା ଅଭିଯୋଗ

ଯୁବକଙ୍କୁ ଥାନାରେ ଥାର୍ଡ ଡିଗ୍ରୀ। ଯାଜପୁରର ବାଲିଚନ୍ଦ୍ରପୁର ଥାନା ହାଜତରେ ଦଳିତ ଯୁବକଙ୍କୁ ନିର୍ଯାତନା । ପୋଲିସ ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଇଥିବା ଅଭିଯୋଗ ଏବେ ସମ୍ନାକୁ ଆସୁଛି। ଥାନାରେ ଯୁବକଙ୍କୁ ପ୍ରବଳ ମାଡ଼ ମାରିବା ସହ…

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

ଏଣିକି ଶ୍ରୀମନ୍ଦିର ଆନନ୍ଦ ବଜାରରେ ଲାଗିବ ଅବଢ଼ା ରେଟଚାର୍ଟ । ଏନେଇ ମଙ୍ଗଳବାର ଦିନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଛି ବୋଲି ପାଢ଼ୀ…