Tag: Odisha

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।…

ରାଜ୍ୟରେ କାଳବୈଶାଖୀ ପ୍ରଭାବ; ପ୍ରବଳ ବର୍ଷା ପାଇଁ ସତର୍କ ଜାରି

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା, ଘଡ଼ଘଡ଼ି ଜାରି ରହିଛି । ବିଭିନ୍ନ ସ୍ଥାନରେ କୁଆପଥର ସାଙ୍ଗକୁ ବର୍ଷା ଦେଖାଯାଇଛି । ତେବେ ଆଜି ବି ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଛତିଶଗଡ଼ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ…

ବ୍ରହ୍ମପୁରରେ କାଳବୈଶାଖୀ ବର୍ଷାର ତାଣ୍ଡବ

ବ୍ରହ୍ମପୁରରେ ତାଣ୍ଡବ ରଚିଲା କାଳବୈଶାଖୀ ବର୍ଷା । କାଳବୈଶାଖୀ ଯୋଗୁଁ ବିବିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି । କେଉଁଠି ଗଛ ଭାଙ୍ଗିଯାଇଛି ତ ଆଉ କେଉଁଠି ଘରର ଆଜବେଷ୍ଟସ ଉଡିଯାଇଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗଛ…

ନବ ଦାସଙ୍କ ରୋଷେୟା ମୃତ୍ୟୁ ଘଟଣାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର

ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାର ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର । ସୂଚନା ଅନୁସାରେ ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା…

ଡିଲିମିଟେସନ ବୈଠକରେ ସାମିଲ ହେଲେ ବିଜେଡି ନେତା; ଓଡ଼ିଶା ପାଇଁ ନ୍ୟାୟ ମାଗିଲେ ନବୀନ

ଆଜି ଚେନ୍ନାଇରେ ଆୟୋଜିତ ସୀମା ପୁନଃ ନିର୍ଦ୍ଧାରଣ ବା ଡିଲିମିଟେସନ ସମ୍ପର୍କିତ ଯୁଗ୍ମ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକ ଆୟୋଜିତ ହୋଇଛି । ଏହି ଡିଲିମିଟେସନ ବୈଠକରେ ସାମିଲ ହୋଇଛନ୍ତି ବିଜେଡି ନେତା ଅମର ପଟ୍ଟନାୟକ ଓ ସଞ୍ଜୟ ଦାସବର୍ମା ।…

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ…

ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା

ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ । ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ ।…

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ…

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…