Tag: Odisha

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟରେ ବଢୁଥିବା ତାପମାତ୍ରାରୁ ମିଳୁଛି ସାମାନ୍ୟ ଆଶ୍ବସ୍ତି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏପରିକି ଆଗାମୀ ୩ଦିନ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ…

ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ

ଅଦିନିଆ ରଥଯାତ୍ରାକୁ ନେଇ ରାଜ୍ୟ ଅତିଥି ଭବନରେ ଗୁରୁବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଭାରତ ଭିତରେ ଯେପରି ପାଳନ ହେଉଛି,…

ଏପ୍ରିଲ ୧ ରୁ ଭୁବନେଶ୍ୱର – ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା

ଓଡ଼ିଶାର ବିମାନ ଚଳାଚଳ ଯାତ୍ରାରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଘୋଷଣା କରିଛି ଯେ ଓଡ଼ିଶାର ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ଏପ୍ରିଲ ୧ ରୁ ଆରମ୍ଭ ହେବ…

ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…

ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…

ପୂଜା ସାମଗ୍ରୀ ନାଁରେ ଚାଲିଥିଲା ବେଆଇନ ବାଣ ଗୋଦାମ; ଚଢ଼ାଉ କଲା ପୋଲିସ୍

ପୁରୀରେ ବିପୁଳ ବାଣ ଜବତ। ପୂଜା ସାମଗ୍ରୀ ନାଁରେ ଚାଲିଥିଲା ବେଆଇନ ବାଣ ଗୋଦାମ । ପୁରୀ ନବକଳେବର ରୋଡ୍‌ରେ ବଡ଼ ଧରଣର ବେଆଇନ ବାଣ ଗୋଦାମରେ ଚଢାଉ କରାଯାଉଛି। ଏକ ପୂଜା ସାମଗ୍ରୀ ଗୋଦାମରେ ଏହି ରେଡ୍ ହୋଇଥିବା ଜଣାପଡ଼ିଥିବା…

ଓଡ଼ିଶାର ୯ଟି ଜିଲ୍ଲାରେ ରହିଛି ସୁନାଖଣି

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଏନେଇ ଗୃହରେ ତଥ୍ୟ ଦେଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଆଜି ଗୃହରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନ କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର…

ଓଡ଼ିଶାରୁ ଚୀନ ନେଉଛି ଲୁହାପଥର

ଓଡ଼ିଶାରୁ ଚୀନ ଯାଉଛି ଲୁହାପଥର । ଓଡିଶାରୁ ଯେତେ ଲୁହାପଥର ବିଦେଶକୁ ରପ୍ତାନି ହୋଇଛି ତାହା ମୁଖ୍ୟତଃ ଚୀନ୍‍କୁ ହିଁ ଯାଉଛି । ଆଜି ବିଧାନସଭା ଗୃହରେ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନ କେଉଁ ଦେଶକୁ କେତେ ଲୁହାପଥର ରପ୍ତାନୀ…