Tag: Odisha

ଓଡ଼ିଶାରୁ ଚୀନ ନେଉଛି ଲୁହାପଥର

ଓଡ଼ିଶାରୁ ଚୀନ ଯାଉଛି ଲୁହାପଥର । ଓଡିଶାରୁ ଯେତେ ଲୁହାପଥର ବିଦେଶକୁ ରପ୍ତାନି ହୋଇଛି ତାହା ମୁଖ୍ୟତଃ ଚୀନ୍‍କୁ ହିଁ ଯାଉଛି । ଆଜି ବିଧାନସଭା ଗୃହରେ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନ କେଉଁ ଦେଶକୁ କେତେ ଲୁହାପଥର ରପ୍ତାନୀ…

କୋଭିଡ୍‌ ନେଇଛି ୫୦ ସାମ୍ବାଦିକଙ୍କ ଜୀବନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବିଧାନସଭା ଗୃହରେ ଉଠିଲା କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପ୍ରସଙ୍ଗ । କୋଭିଡ୍‌ ସମୟରେ ହୋଇଥିବା ଲକ୍‌ଡାଉନ୍‌ ବେଳେ ଘରେ ଭିତରେ ଲୋକେ ବନ୍ଦ ହୋଇ ରହୁଥିବା ବେଳେ ଲୋକଙ୍କ ପାଖରେ ଖବର ପହଞ୍ଚାଇବା ପାଇଁ ବାହାରି ପଡ଼ୁଥିଲେ ସାମ୍ୱାଦିକ…

ମଦ ବ୍ୟବସାୟୀଙ୍କ ଘରେ ଆଇଟି ଚଢ଼ାଉ

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚାଲିଛି ଚଢ଼ାଉ । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ଚଢାଉ । ଆୟକର…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ହସ୍ତତନ୍ତ ଆମ ଗୌରବମୟ ଐତିହ୍ୟର ପ୍ରତୀକ । ଏହା ଆମର ପରିଚୟ। ଓଡ଼ିଆ ଅସ୍ମିତାର ନିଚ୍ଛକ ନିଦର୍ଶନ। ହଜାର ହଜାର ହସ୍ତତନ୍ତ କାରିଗରମାନକୁ ଏହା କେବଳ ଜୀବନ ଜୀବିକା ଯୋଗାଇନି ବରଂ ସ୍ୱାବଲମ୍ବୀ ହେବାର କଳା ଶିଖାଇଛି। ଏହି ସମୃଦ୍ଧ ସାଂସ୍କୃତିକ…

ନବ ଦାସ ହତ୍ୟାକାଣ୍ଡ: କିଏ ପ୍ରକୃତ ଦୋଷୀ ?

ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀ କିଏ ତାହାକୁ ନେଇ ବଢ଼ିଲା ଚର୍ଚ୍ଚା । ଆଜି ଯାଏଁ ସନ୍ଦେହ ଘେରରେ ରହିଛି ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ନବ ଦାସ ହତ୍ୟା ମାମଲା । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା,…

ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌ ହୋଇଥିବା ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ଗୁଳିମାଡ଼ ହେବା ପରେ ଝାରସୁଗୁଡ଼ା ଜିଲ୍ଲା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ; ସିବିଆଇ ତଦନ୍ତ ପାଇଁ କଲେ ନିବେଦନ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ…

ଖୋର୍ଦ୍ଧାରେ ଖୋଲିବ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି

ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ: କେ.ଭି. ସିଂହଦେଓ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ । ଆଜି ଗୃହରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନା’ରେ…

୨୧ରେ ଓଡ଼ିଶା ଆସିବେନି ଅମିତ ଶାହ

୨୧ରେ ଓଡ଼ିଶା ଆସିବେ ନାହିଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ସ୍ଥଗିତ କରାଯାଇଥିବା ସୂଚନା । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସୂଚନା ନ…