Tag: Odisha

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟାକୁ ନେଇ ହାଇକୋର୍ଟଙ୍କ ଟିପ୍ପଣୀ ପରେ ବିରୋଧୀଙ୍କୁ ବିଜେପିର ଟାର୍ଗେଟ

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ହୋଇଥିବା ଜନସ୍ୱାର୍ଥ୍ୟ ମାମଲାରେ ମାନ୍ୟବର ହାଇକୋର୍ଟଙ୍କ ଟିପ୍ପଣୀ ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର ମୁଖା ଖୋଲିଦେଇଛି ବୋଲି କହିଛନ୍ତି ବିଜେପି ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ । ଘଟଣାରେ ଏହି ଦୁଇ ଦଳ…

ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହ ବାଦ୍‌, ସ୍ପଷ୍ଟୀକରଣ ଦେଲା ଏନସିଇଆରଟି

ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ପଡିବା ଘଟଣାର ସ୍ପଷ୍ଟୀକରଣ ରଖିଛି ଏନ୍‌ସିଇଆର୍‌ଟି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ସାମାଜିକ…

ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ । ଭିଜିଲାନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…

କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍‌

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍‌ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖଣି ନିଲାମ…

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ କଲେ ରାଜ୍ୟ ସରକାର

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ରାଜ୍ୟ ସରକାର । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି…

୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ

ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ । କେବଳ ପେଟ୍ରୋଲ୍ ପମ୍ପରେ ହିଁ ଗାଡ଼ିରେ ଭରାଯିବ ପେଟ୍ରୋଲ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ…

ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ରାଜ୍ୟ ସରକାରଙ୍କ ନାହିଁ କୌଣସି ନିୟନ୍ତ୍ରଣ: ସସ୍ମିତ ପାତ୍ର 

ରାଜ୍ୟରେ ମହିଳାମାନଙ୍କ ବିରୁଦ୍ଧରେ ବଢ଼ୁଥିବା ଅପରାଧ ପାଇଁ ଆଜି ବିଜୁ ଜନତା ଦଳ ସାଂସଦ ସସ୍ମିତ ପାତ୍ର ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରଙ୍କୁ ସମାଲୋଚନା କରିଛନ୍ତି। ୨୧ ଜୁଲାଇ ଠାରୁ ଆରମ୍ଭ ହେଉଥିବା ସଂସଦ ମୌସୁମୀ ଅଧିବେଶନ ପୂର୍ବରୁ…