ରାଜନୀତି ରାଜ୍ୟ Nuapada Election Updates: ନୂଆପଡାରେ ବିଜେପି ର “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା” କାର୍ଯ୍ୟକ୍ରମ November 1, 2025 Nirvay ଆଜି ନୁଆପଡା ଜିଲ୍ଲାର ଶତାଧିକ ଜନସାଧାରଣ ବିଜେପିରେ ସାମିଲ ହୋଇଛନ୍ତି । ନୂଆପଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ” ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନୂତନ ମତଦାତା ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ…
ରାଜ୍ୟ Kartika Month: ଜାଣନ୍ତୁ କାର୍ତ୍ତିକ ମାସ ଶେଷ ସୋମବାର ପାଇଁ କେଉଁଠି ସ୍ଥାନୀୟ ଛୁଟି ଘୋଷଣା ହୋଇଛି November 1, 2025 Nirvay ନଭେମ୍ବର ୩ ତାରିଖରେ, କାର୍ତ୍ତିକ ମାସର ଶେଷ ସୋମବାରରେ ଦକ୍ଷିଣ ଓଡଶାର ୪ ଟି ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଛୁଟି…
ରାଜ୍ୟ Odisha’s first Semiconductor Unit: ଓଡ଼ିଶାର ପ୍ରଥମ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ November 1, 2025 Nirvay ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ଇନଫୋ ଭ୍ୟାଲିରେ ସିକ୍ସେମ୍ (SiCSem) ପ୍ରାଇଭେଟ୍ ଲିମିଟେଡର କମ୍ପାଉଣ୍ଡ୍ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ATMP ସୁବିଧାର ଭୂମିପୂଜନ…
ରାଜନୀତି ରାଜ୍ୟ Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ November 1, 2025 Nirvay କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…
ବ୍ୟବସାୟ Subhadra Yojana: ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା November 1, 2025 Nirvay ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ…
ବ୍ୟବସାୟ Olive Ridley Turtle: ଆଜିଠୁ ୭ ମାସ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ November 1, 2025 Nirvay ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଜାରି ହୋଇଛି । ଅଲିଭ୍ ରିଡ୍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି ନଭେମ୍ବର ୧ ତାରିଖରୁ ମେ…
ବ୍ୟବସାୟ FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ October 31, 2025 Nirvay ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…
ବ୍ୟବସାୟ Nuapada Bypoll: ନୂଆପଡାରେ ପ୍ରୀତି ରଞ୍ଜନ ଘଡେଇଙ୍କ ବାସସ୍ଥାନରେ ଚଢ଼ାଉ କରିବା ଘଟଣାକୁ କଡା ନିନ୍ଦା କରିଛି ବିଜେଡି October 31, 2025 Nirvay ନୂଆପଡାରେ ନିର୍ବାଚନ ପ୍ରଚାର ଉଷ୍ମତା ବୃଦ୍ଧି ପାଇଥିବା ବେଳେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରୀତି ରଞ୍ଜନ ଘଡେଇ ନୂଆପଡାରେ ରହୁଥିବା ଘର ଉପରେ ପ୍ରଶାସନ ତରଫରୁ ଆଜି ଚଢ଼ାଉ କରାଯାଇଥିଲା, ଯାହାକୁ ବିଜୁ ଜନତା ଦଳ ତରଫରୁ କଡା…
ତାଜା ଖବର ରାଜ୍ୟ Railway Overbridges: ଓଡ଼ିଶାରେ ହେବ ୯୨ଟି ରେଳ ଓଭର୍ବ୍ରିଜ୍ October 30, 2025 Papirani ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର…
ବ୍ୟବସାୟ Nuapada-Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ October 30, 2025 Nirvay ଉପନିର୍ବାଚନ ପାଇଁ ନୂଆପଡ଼ାରେ ପ୍ରଚାର ସରଗରମ ରହିଥିବାବେଳେ ଏହି କ୍ରମରେ ଆସନ୍ତା ୩ ତାରିଖ ଦିନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ନବୀନ…