Tag: Odisha

ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ତାରକା ସ୍ଵର୍ଗତ ଉତ୍ତମ ମହାନ୍ତିଙ୍କ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ପରିବାରଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି…

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; ଏକ କୋଟିରୁ ଅଧିକ ମହିଳା ହେବେ ସାମିଲ

ମାର୍ଚ୍ଚ ୮ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଦ୍ବିତୀୟ କିସ୍ତି ଟଙ୍କା। ଏନେଇ ଆଜି ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ…

ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ

ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…

ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ

ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରକଳ୍ପ ପାଇଁ ୨୨୦ କୋଟି ଖର୍ଚ୍ଚ ହେବା ନେଇ ସୂଚନା ଦେଇଛନ୍ତି ନଗର…

ଭୁବନେଶ୍ୱରରେ ପହଞ୍ଚିଲେ ଜେ.ପି. ନଡ୍ଡା

ବିଜେପି ରାଷ୍ଟ୍ରୀୟ ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ କୋଣାର୍କ ଯାଇ ରାତ୍ରୀଯାପନ କରିବେ । ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ…

ମହାକୁମ୍ଭ ୨୦୨୫: ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ରେକର୍ଡ କଲା ଭାରତୀୟ ରେଳ

ମାତ୍ର ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ଭାରତୀୟ ରେଳବାଇ ଚଳିତ ମହାକୁମ୍ଭ ୨୦୨୫ ରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛି ଯାହା ପ୍ରାରମ୍ଭିକ ଲକ୍ଷ୍ୟ ୧୩,୫୦୦ ଟ୍ରେନ୍ ଅପେକ୍ଷା ବହୁତ ଅଧିକ । ଏହି…

ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା; ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗିର କଣ୍ଟାବାଞ୍ଝି ବ୍ଲକ ଅନ୍ତର୍ଗତ ମୁରିବାହାଲ ହଳଦୀ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା ପାଇଁ ସେଣ୍ଟର ଅଧିକ୍ଷକଙ୍କ ସହ ୫ ଶିକ୍ଷକଙ୍କୁ ନିଲମ୍ୱିତ କରାଯାଇଛି। ମାଟ୍ରିକ୍ ପରୀକ୍ଷାରେ କପି ସହ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗ ପରେ ଏହି କାର୍ଯ୍ୟାନୁଷ୍ଠାନ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

ରାଜ୍ୟରେ ଏକାକୀ ବିଜେପି ସରକାର ଗଠନ ପରେ ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ପାଇଁ ସଂକଳ୍ପବଦ୍ଧ । ଏନେଇ ଜୋରଦାର ପ୍ରୟାସ ଆରମ୍ଭ ହୋଇଯାଇଥିବାବେଳେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏଥିପାଇଁ ପୂର୍ଣ୍ଣ ସହଯୋଗ କରୁଛନ୍ତି । ମୋଦିଜୀ…

କିଟ୍ ମାମଲା: ଉଚ୍ଚ ସ୍ତରୀୟ କମିଟି ନିକଟରେ ହାଜର ହେଲେ ବିଶ୍ବବିଦ୍ୟାଳୟର ୬ ଅଧିକାରୀ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ କମିଟି ନିକଟରେ ଆଜି ହାଜର ହୋଇଛନ୍ତି ବିଶ୍ୱବିଦ୍ୟାଳୟର ୬ ଜଣ ଅଧିକାରୀ । ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ହେବ ଜେରା କରାଯାଉଥିବା ସୂଚନା। ଚିଫ୍…