Tag: Odisha

ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍‌ରେ ପଢ଼ିବେ ବିଧାୟକ

ବିଧାନସଭାରେ ଏବେ ସ୍ମାର୍ଟ ହେବେ ବିଧାୟକ। ବିଧାନସଭାରେ ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ୍ । ଯାହା ଫଳରେ ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍‌ରେ ପଢ଼ିବେ ବିଧାୟକ। ଆଜି ପେପର୍ ଲେସ୍ ବିଧାନସଭା ଉଦଘାଟନ ହୋଇଛି । ବିଧାନସଭା ଗୃହରେ…

ମାନସ ଚୌଧୁରୀଙ୍କ ଉପରୁ ହଟିଲା ନିଲମ୍ବନ

ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । ନୂଆ ପିସିସି ସଭାପତି ହେବା ପରେ କଂଗ୍ରେସରେ ହଲ୍‌ଚଲ ସୃଷ୍ଟି…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨୦୦୦ ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି…

ଖୁବ୍‌ଶୀଘ୍ର ଆରମ୍ଭ ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ୍: ପୃଥ୍ୱୀରାଜ ହରିଚନ୍ଦନ

ଦିନକୁ ଦିନ ରାଜଧାନୀରେ ବଢ଼ିବାକୁ ଲାଗିଛି ଟ୍ରାଫିକ ସମସ୍ୟା । ଏହି ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ-ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ଓସିଏକୁ ସରଳ ପ୍ରଶ୍ନ; ସନାତନ ପାଣି ଲିଜେଣ୍ଡ ନୁହଁନ୍ତି ?

ଓଡ଼ିଶା କ୍ରିକେଟ ଆ ଆସୋସିଏସନ ଲିଜେଣ୍ଡ ଶବ୍ଦର ଅର୍ଥ ବୁଝେ କି ନା ଆମେ ଜାଣୁନା। ରବିବାରର ଦିନିକିଆ ମ୍ୟାଚବେଳେ ବାରବାଟୀରେ ସ୍ୱତନ୍ତ୍ର ନିମନ୍ତ୍ରିତ ବ୍ୟକ୍ତି ବିଶେଷଙ୍କ ଲାଗି ବସିବା ଓ ମ୍ୟାଚ ଦେଖ‌ିବାର ସୁବିଧା କରାଯାଇଥିଲା। ବିଶେଷ କରି ପଦ୍ମ…

ଆଜିଠୁ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ

ଆଜିଠୁ ବିଶ୍ବ ପ୍ରସିଦ୍ଧ ୧୫୨ ତମ ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ। ଏଥିପାଇଁ ସଜେଇ ହୋଇଛି ଯୋରନ୍ଦା ମହିମାପୀଠ। ଏଥିପାଇଁ ଢେଙ୍କାନାଳ ଜିଲ୍ଲାର ଗଁଦିଆ ବ୍ଲକ ମହିମାଗାଦି ଚଳଚଞ୍ଚଳ ହୋଇଉଠିଛି। ଏହି ମେଳାରେ ଯୋଗଦେବା ପାଇଁ ରାଜ୍ୟ ଓ ରାଜ୍ୟ…

କାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ

ତୃଣମୂଳ ସ୍ତରରେ ମହିଳାମାନଙ୍କ ସହ ଜଡିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ କାଲି ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ । ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନର ଏକାମ୍ର ହଲରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକରଙ୍କ ଉପସ୍ଥିତିରେ ମହିଳା…

ରାଜରାସ୍ତାରେ ବିଭିନ୍ନ ଅନୁଦାନପ୍ରାପ୍ତ କଲେଜରେ ନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକ

ନିଜ ହକ ପାଇଁ ରାଜ ରାସ୍ତାକୁ ଓହ୍ଲାଇ ଶିକ୍ଷକ । ସରକାର ବାରମ୍ବାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ଶିକ୍ଷକଙ୍କ ବହୁ ଦିନର ଦାବି ପୂରଣ କରୁନଥିବାରୁ ରାସ୍ତାକୁ ଓହ୍ଲାଇଛନ୍ତି ହଜାର ହଜାର ଶିକ୍ଷକ। ଜୁନ ୨୦୦୮ରୁ ଡିସେମ୍ବର ୨୦୧୩ ମଧ୍ୟରେ…

ଭୁବନେଶ୍ବର ଛାଡିଲେ ଭାରତ ଓ ଇଂଲଣ୍ଡ ଖେଳାଳି

ରାଜଧାନୀ ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଖେଳାଳି । ଅହମ୍ମଦାବାଦ ଅଭିମୁଖେ ବାହାରିଲେ ଉଭୟ ଦଳର ଖେଳାଳି । ବାରବାଟୀରେ ଭାରତର ଗତକାଲି(ରବିବାର) ଦମଦାର ବିଜୟ ପରେ ଆଜି ଅହମ୍ମଦାବାଦ ଅଭିମୁଖେ ବାହାରିଲେ ଉଭୟ ଦଳର ଖେଳାଳି। ହୋଟେଲରୁ କଡା ସୁରକ୍ଷା…