Tag: Odisha

ବିଜେଡି ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା

ଘୋଷଣା ହେଲା ବିଜୁ ଜନତା ଦଳର ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ତେବେ ବିଭିନ୍ନ ପଦରେ ନିଯୁକ୍ତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ପାଞ୍ଚଟି ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଆଜି ବିଧାନସଭା ନିର୍ବାଚନ ପାଇଁ ୬ଟି ଆସନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୬ ଆସନରୁ ୫ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ । ଗତକାଲି କଂଗ୍ରେସରେ ମିଶିଥିବା ଦେବାଶିଷ ନାୟକଙ୍କୁ ବରୀରୁ ଟିକେଟ ଦେଇଛି କଂଗ୍ରେସ ।…

ବିଜେଡିକୁ ହରେଇବା ପାଇଁ ଖଣ୍ଡପଡ଼ାରେ ଅନୁଭବଙ୍କ ମହାମେଣ୍ଟ

ଖଣ୍ଡପଡ଼ା ରାଜନୀତିରେ ନୂଆ ସମୀକରଣ। ବିଜେଡି ବିରୋଧରେ ମେଳି ବାନ୍ଧୁଛନ୍ତି ବିଦ୍ରୋହୀ। ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଭେଟିଲେ ଅନୁଭବ ପଟ୍ଟନାୟକ ଓ ଗୟାଧର ପରିଡା। ବିଜେଡି ଟିକେଟ୍ ଆଶାୟୀ ଥିଲେ ଉଭୟ ଅନୁଭବ ଓ ଗୟାଧର। ତେବେ ଦଳ ସାବିତ୍ରୀ ପ୍ରଧାନଙ୍କ ନାମ…

ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ ଜେ.ପି ନଡ୍ଡା

ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଅପରାହ୍ନ ୩ଟାରେ ନଡ୍ଡା ଭୁବନେଶ୍ୱରରେ ପହଞ୍ଚିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେଉଁ ପ୍ରସଙ୍ଗ ନେଇ…

ନିଜ ମାଟିର ପୁଅ ଓଡ଼ିଶା ନେତା ହୁଅନ୍ତୁ:ଜୟଶଙ୍କର

ଓଡ଼ିଆ ଅସ୍ମିତା ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବା ବେଳେ ଆଜି ଓଡ଼ିଶା ଗସ୍ତରେ ଆସି ଏହି ପ୍ରସଙ୍ଗରେ ଏସ୍‌. ଜୟଶଙ୍କରଙ୍କ ବଡ ବୟାନ ଦେଇଛନ୍ତି। ଓଡ଼ିଶା ପ୍ରାକୃତିକ ସଂପଦ ଓ ପ୍ରତିଭାରେ ଭରପୂର, କ’ଣ ନାହିଁ ଓଡ଼ିଶାରେ, କିନ୍ତୁ ଓଡ଼ିଶା…

ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର

ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍‌ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ

ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ତିନି ପ୍ରମୁଖ ଦଳ ସେମାନଙ୍କ ରଣନୀତି ସେତିକି ଶାଣିତ କରୁଛନ୍ତି। ବିଜେଡି ବିଜେପି ପରେ ଆଜି ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ। ତାଲିକାରେ କଂଗ୍ରେସ ଅଧ୍ୟକ୍ଷ…

ମେ ୧୦, ୧୧ ରେ ମୋଦିଙ୍କର ଭୁବନେଶ୍ୱର ଓ ବଲାଙ୍ଗୀର କାର୍ଯ୍ୟକ୍ରମ

ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍…

ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

କୋରାପୁଟରେ ଆଜି ମାରାଥନ୍ ପ୍ରଚାର ସମୟରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ମିଛ…

ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟ ଓଏମପି ପଡିଆରେ ହେଲିକପ୍ଟରରେ ଯାଇ ଅବତରରଣ କରିବା ପରେ ଜୟପୁରରେ ପହଞ୍ଚି ଜନସଭାରେ ଯୋଗ ଦେଇଛନ୍ତି । ଏଠାରେ ବିରାଟ ଜନସମାବେଶକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ…