Tag: Odisha

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ସୁସ୍ଥ ହେବା ପରେ…

ମହାକୁମ୍ଭ ପରେ ପୁରୀ ରଥଯାତ୍ରାରେ ସେବା ଆରମ୍ଭ କଲେ ଆଦାନୀ, ଆଜିଠୁ ଲକ୍ଷ ଲକ୍ଷ ଭକ୍ତଙ୍କୁ ମାଗଣାରେ ଦିଆଯିବ ଖାଦ୍ୟ

ଚଳିତ ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ବଡ଼ ମହାକୁମ୍ଭ ମେଳାରେ ସେବା କରିବା ପରେ, ଏବେ ଆଦାନୀ ଗ୍ରୁପ୍ ଓଡ଼ିଶାର ପୁରୀର ପ୍ରସିଦ୍ଧ ରଥଯାତ୍ରାରେ ମଧ୍ୟ ସେବା ଆରମ୍ଭ କରିଛି। ୨୬ ଜୁନ୍ ରୁ ୮ ଜୁଲାଇ ପର୍ଯ୍ୟନ୍ତ ରଥଯାତ୍ରାରେ ଭକ୍ତ ଏବଂ…

ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ କରାଯାଇଛି ଦୀଘା ଜଗନ୍ନାଥ ମନ୍ଦିର : ଶଙ୍କରାଚାର୍ଯ୍ୟ

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କ ଉପରେ ବର୍ଷିଲେ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ। ପୁରୀ ଶଙ୍କରାଚାର୍ଯ୍ୟ ମଠର ପୀଠାଧିଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ…

ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ଦିନକୁ ଦିନ ନିଶା କାରବାର ତଥା ସେବନ ବଢିଚାଲିଛି। ଏହରିମଧ୍ୟରେ ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଅବକାରୀ…

କରଞ୍ଜିଆ ଥାନା ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାଜ୍ୟରେ ଥମୁନି ଦୁଷ୍କର୍ମ ଘଟଣା । ଗଞ୍ଜାମ ଜିଲ୍ଲା ପରେ ମୟୁରଭଞ୍ଜ ରେ ଗଣଦୁଷ୍କର୍ମ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ସମ୍ପର୍କୀୟଙ୍କ…

୩ଟି ପ୍ରାଇଭେଟ ବ୍ୟାଙ୍କ ସହ ସରକାରୀ କାରବାର ବନ୍ଦ ନିଷ୍ପତ୍ତିର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକିଲେ ବିଜେପି ସରକାର: ବିଜେଡି

୩ଟି ପ୍ରାଇଭେଟ ବ୍ୟାଙ୍କର ପ୍ରଦର୍ଶନ ନିରୁତ୍ସାଜନକ କହିଥିବା ରାଜ୍ୟ ସରକାର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକି ପୁଣି ନିଷ୍ପତ୍ତି ବଦଳାଇବା କାହା ସ୍ୱାର୍ଥର ବୋଲି ବିଜେଡି ପ୍ରଶ୍ନ କରିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ…

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…

୧୧ ଫେକ୍‌ ୱେବସାଇଟ୍‌ରୁ ଦୂରେଇ ରହିବାକୁ ପରାମର୍ଶ ଦେଲା କ୍ରାଇମବ୍ରାଞ୍ଚ୍‌

ପବିତ୍ର ରଥଯାତ୍ରା ଉତ୍ସବକୁ ଦୃଷ୍ଟିରେ ରଖି, ରାଜ୍ୟ କ୍ରାଇମବ୍ରାଞ୍ଚ ଅନଲାଇନ୍ ହୋଟେଲ ବୁକିଂ ଠକେଇରେ ଚିନ୍ତାଜନକ ବୃଦ୍ଧି ପାଇଛି। ୧୧ ଫେକ୍‌ ୱେବସାଇଟ୍‌ URLs ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଉଛି କ୍ରାଇମବ୍ରାଞ୍ଚ୍‌। ବିଶେଷ କରି ହୋଟେଲ୍‌ ବୁକିଂ ପାଇଁ ଠକେଇ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ମୁମ୍ବାଇଠାରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିଲା ବେଳେ, ଆଜି ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ,…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ଓ ଟମାଟୋ ମାଡ଼

ଏସ୍‌ସି ଏସ୍‌ଟିଙ୍କ ଉପରେ ଅତ୍ୟାଚାର ଓ ନାରୀ ନିର୍ଯାତନା ଅଭିଯୋଗ ଆଣି ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଓଡ଼ିଆ ଅସ୍ମିତା କୁଆଡ଼େ ଗଲା କହି ନାରାବାଜି କଲେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିଛି। ଯୁବ କଂଗ୍ରେସ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ…