ରାଜନୀତି ରାଜ୍ୟ ନାମାଙ୍କନ ଦାଖଲ କଲେ ଜୁଏଲ ଓରାମ May 2, 2024 Papirani ନାମାଙ୍କନ ଦାଖଲ କଲେ ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ବିଜେପିର ଭେଟରାନ ଆଦିବାସୀ ନେତା ଜୁଏଲ ଓରାମ । ତାଙ୍କ ସହ ଦଳର ବିଧାନସଭା ପ୍ରାର୍ଥୀ ସୁନ୍ଦରଗଡ଼ର କୁସୁମ ଟେଟେ, ତଳସରାର ଭବାନୀ ଭୋଇ ଓ ରାଜଗାଙ୍ଗପୁରର ନରସିଂହ ମିଞ୍ଜ ପ୍ରାର୍ଥୀପତ୍ର…
ରାଜନୀତି ରାଜ୍ୟ ନିର୍ବାଚନ ଲଢ଼ିବେନି ସୌମ୍ୟରଞ୍ଜନ ପଟ୍ଟନାୟକ! May 2, 2024 Papirani ଆଜି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା ହେଉଥିଲା। ତେବେ ସେମିତି କିଛି ହୋଇନାହିଁ। ଗତକାଲି ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଥିଲେ…
ତାଜା ଖବର ରାଜନୀତି ରାଜ୍ୟ ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି May 2, 2024 Papirani ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,…
ତାଜା ଖବର ରାଜନୀତି ରାଜ୍ୟ ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ May 2, 2024 Papirani ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ…
ରାଜନୀତି ରାଜ୍ୟ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ May 2, 2024 Papirani ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅନୁଭବ ପଟ୍ଟନାୟକ । ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି । ଖଣ୍ଡପଡା ଆସନ…
ରାଜନୀତି ରାଜ୍ୟ ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ May 2, 2024 Papirani ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…
ରାଜନୀତି ରାଜ୍ୟ କୃଷି ଓ କୃଷକ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ ସାମଲ May 2, 2024 Papirani ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କୃଷି ଓ କୃଷକ ସମସ୍ୟା ନେଇ ପ୍ରେସମିଟରେ ବର୍ଷିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତି ନେଇ…
ରାଜନୀତି ରାଜ୍ୟ ବିଜେପିରେ ମିଶିଲେ ଦୁଲାଲ ପ୍ରଧାନ ଓ ରାସେଶ୍ଵରୀ ପାଣିଗ୍ରାହୀଙ୍କ ହଜାର ହଜାର ସମର୍ଥକ May 2, 2024 Papirani ସମ୍ବଲପୁରରେ ଶକ୍ତି ଗୋଟାଉଛି ବିଜେପି । କଂଗ୍ରେସ ଛାଡ଼ିବା ପରେ ଗତକାଲି ପଦ୍ମ ଧରିଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଜିଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି…
ରାଜନୀତି ରାଜ୍ୟ ଆଚରଣ ବିଧି ଉଲ୍ଲଙ୍ଘନ କରି ବିଦା ହେଲେ ୨ ସିଆରପି May 2, 2024 Nirvay ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରି ଚାକିରିରୁ ବିଦା ହେଲେ ୨ ସିଆରପି। କେନ୍ଦ୍ରାପଡାର ଏହି ୨ ସିଆରପି ହେଉଛନ୍ତି ପୁଷ୍ପାଞ୍ଜଳି ମହାନ୍ତି ଓ ନର୍ମଦା ବସନ୍ତିଆ। ସେମାନଙ୍କ ମଧ୍ୟରୁ ଜଣେ ମହାକାଳପଡ଼ା ବ୍ଲକର ହୋଇଥିବା ବେଳେ ଆଉଜଣେ ମାର୍ଶାଘାଇ ବ୍ଳକର…
ରାଜନୀତି ରାଜ୍ୟ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ May 2, 2024 Nirvay ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…