Tag: Odisha

ଆଜିଠାରୁ ୨୮ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠୁ ୨୮ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କତା ଜରି କରିଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ…

ଗତ ୧୦ ବର୍ଷର ଆଉଟସୋର୍ସିଂ ତଥ୍ୟ ମାଗିଲେ ମୁଖ୍ୟମନ୍ତ୍ରୀ

ଗତ ୧୦ ବର୍ଷର ଫାଇଲ୍ ଖୋଜି ଇଞ୍ଜିନିୟରିଂ କାମ କରୁଥିବା ଆଉଟ୍‌ସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେଉଁ ବିଭାଗ କେଉଁ ବେସରକାରୀ ସଂସ୍ଥାକୁ…

ନାରୀ ନିର୍ଯାତନା ପ୍ରସଙ୍ଗରେ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର କୋହଭରା ମନ୍ତବ୍ୟ

ନିକଟରେ ଓଡ଼ିଶାରେ ଘଟିଥିବା କିଛି ଗଣଦୁଷ୍କର୍ମ ପୀଡ଼ିତାଙ୍କ ଦୁଃଖ ଜାଣିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ର ତଥ୍ୟ ଅନୁଧ୍ୟାନକାରୀ କମିଟିର ସଭ୍ୟାମାନେ ତିନିଦିନ ସଂପୃକ୍ତ ଘଟଣାସ୍ଥଳଗୁଡ଼ିକୁ ଯାଇ ପୀଡ଼ିତାମାନଙ୍କ ପରିବାର, ଗ୍ରାମବାସୀ, ସ୍ଥାନୀୟ ନେତୃତ୍ୱ, ପୋଲିସ ଓ ଜିଲ୍ଲା…

ଦୁଇ ଦିନରେ ଶେଷ ହେବ ପାନୀୟ ଜଳ ବିଶୋଧନ କାମ : ରବି ନାରାୟଣ ନାୟକ

ଡାଇରିଆ ସ୍ଥିତିକୁ ନେଇ ତତ୍ପରତା ଦେଖାଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ । ଝାଡ଼ାବାନ୍ତିର ପ୍ରମୁଖ କାରଣ ହେଉଛି ଦୂଷିତ ପାନୀୟ ଜଳ । ତେଣୁ ପାନୀୟ ଜଳ ବିଶୋଧନକୁ ପଞ୍ଚାୟତିରାଜ ବିଭାଗ ଗୁରୁତର ସହିତ ନେଇଛି । ଏ…

ବନ୍ଧୁକ ମୁନରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ଲୁଟ୍

ବନ୍ଧୁକ ମୁନରେ ବ୍ୟାଙ୍କ ଲୁଟ୍‌ । ବାରିପଦା କୁଳିଅଣା ଥାନା କୁଚେଇ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି । ୨ଟି ବାଇକରେ ୫ ଦୁର୍ବୃତ୍ତ ଆସି ବନ୍ଧୁକ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା । ତେବେ କେତେ ଟଙ୍କା ଲୁଟ୍…

ରାଜ୍ୟରେ ଆବଶ୍ୟକ ଅଛି ଆଉ ୫ଶହ ରାଇସ୍ ମିଲ୍: ଯୋଗାଣ ମନ୍ତ୍ରୀ

ରାଜ୍ୟରେ ଦରକାର ଅଛି ଆଉ ୫ଶହ ରାଇସ୍ ମିଲ୍ ଏନେଇ ଆଜି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଅସୁବିଧା ଦେଖାଯାଇଛି। ମିଲ୍‌ ଅଭାବରୁ ଧାନ…

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍

ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ଏନେଇ ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍ । ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ। ସେହିପରି…

ଚୋରି ହେଲା ମହାପ୍ରଭୁଙ୍କ ଦଶମୂଳ ମୋଦକ

ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି…

ଗୋପାଳପୁର ଗଣଦୁଷ୍କର୍ମ ଘଟଣା: କ୍ରାଇମବ୍ରାଞ୍ଚ ହାତରେ ଡିଜିଟାଲ ପ୍ରମାଣ

ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଦିନ ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିଥିବା ସୂଚନା ଦେଇଛନ୍ତି । କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି ଯେ ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଆବଶ୍ୟକ…

ଧରାକୋଟରେ ଦୁଇ ଦଳିତଙ୍କୁ ନିର୍ଯାତନା ଘଟଣାକୁ ନିନ୍ଦା କଲେ କଂଗ୍ରେସ୍ ନେତା ରାହୁଲ ଗାନ୍ଧୀ

ଗଞ୍ଜାମ ଜିଲ୍ଲା, ଆସ୍କାରେ ଦଳିତ ସମାଜର ଦୁଇ ଜଣକୁ ଅକଥନୀୟ ଅତ୍ୟାଚାର କରିବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଦୁଇ ଯୁବକଙ୍କୁ ଘାସ ଖୁଆଇବା, ମଇଳା ପାଣି…